ପ୍ରମୂଖ ଖବର
  • କେନ୍ଦୁଝର : ଚୋରା କାଠ ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ, ୭ ଟ୍ରିପରୁ ଉର୍ଦ୍ଧ୍ଵ କାଠ ଜବତ
  • ||
  • ଯାଜପୁର : ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ
  • ||
  • ଭୁବନେଶ୍ଵର : ୨୭ରେ ବସିବ ନୀତି ଆୟୋଗ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||

ସୁନହଟରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ , ଗାଡି ଭଙ୍ଗାରୁଜା : ପଥର ମାଡରେ ପୋଲିସ କର୍ମଚାରୀଙ୍କ ମୁଣ୍ଡ ଫାଟିଲା

ବାଲେଶ୍ବର, ୧୭।୬ : ବାଲେଶ୍ବର ସହର ସୁନହଟରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଉଭୟ ଗୋଷ୍ଠୀ ମଧ୍ୟରେ ଢେଲା ପଥର ମାଡ ହୋଇଛି। ଏଥିରେ ୨ ଗୋଷ୍ଠୀର ଅନେକ ଆହତ ହୋଇଥିବା ବେଳେ  ଗାଡି ଭଙ୍ଗାରୁଜା ହୋଇଛି।  

ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ଘଟଣାସ୍ଥଳରେ ବାଲେଶ୍ବର ଏସ୍‌ପିଙ୍କ ସହ ପୋଲିସ ଫୋର୍ସ ପହଞ୍ଚିଥିଲେ। ତେବେ ଢେଲା ଓ ପଥର ମାଡ଼ରେ ପୋଲିସ କର୍ମଚାରୀଙ୍କ ମୁଣ୍ଡ ଫାଟିଥିଲା। ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ଉତ୍ତେଜନା ପ୍ରବଣ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। 

ଆହୁରି ପଢନ୍ତୁ : ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲାପାଳ, ଅନୁକୁଳ ପାଗ ଥିବା ଜିଲ୍ଲାରେ ହେବ ସକାଳୁଆ ସ୍କୁଲ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.