ପ୍ରମୂଖ ଖବର
  • ଅପେକ୍ଷାର ହେଲା ଅନ୍ତ, ଖୋଲିଲା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର, ଭିତର ଭଣ୍ଡାର ଖୋଲିବାକୁ ଚାଲିଛି ପକ୍ରିୟା
  • ||
  • ଶ୍ରୀମନ୍ଦିରକୁ ପ୍ରବେଶ କଲେ ୧୧ ଜଣ ସଦସ୍ୟ, ଦିନ ୧ଟା ୨୮ରେ ଶୁଭ ମୁହୂର୍ତ୍ତରେ ଫିଟିବ ଭିତର ଭଣ୍ଡାର ତାଲା
  • ||
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

କୋଇଲା ବେପାରକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଶହେ ରାଉଣ୍ଡରୁ ଉର୍ଦ୍ଧ୍ଵ ଫାଇରିଂ

ସୁନ୍ଦରଗଡ଼, ୦୫/୦୭ : କୋଇଲା ବେପାରକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ। ପରସ୍ପରକୁ ଭୟଭୀତ କରାଇବାକୁ ଶହେ ରାଉଣ୍ଡରୁ ଉର୍ଦ୍ଧ୍ଵ ଫାଙ୍କା ଗୁଳି ଚାଳନା କଲେ ଉଭୟ ଗୋଷ୍ଠୀ। ସୁନ୍ଦରଗଡ଼ ହେମଗିରି ଥାନା ଗର୍ଜନ ବାହଲ ନିକଟରେ ଥିବା କୋଲ ୱସେରିକୁ ନେଇ ଏଭଳି ଘଟଣା ଘଟିଛି। ଏହି ଘଟଣାରେ ପୋଲିସ ୧୭ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। 

ଜଣେ ଗୁରୁତର ଆଉ କିଛି ଦୁବୃତ୍ତଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ କରୁଥିବା ବେଳେ କନିକା ରେଳ ଫାଟକ ପାଖରେ ଉପରକୁ ଫାଙ୍କା ଗୁଳି କରି ଫେରାର ହୋଇଯାଇଥିଲେ। ଏସପିଙ୍କ ନେତୃତରେ ୧୫ ଜଣିଆ ଟିମ୍ ଗଠନ କରାଯାଇ ଏହି ଘଟଣାର ତଦନ୍ତ କରାଯାଉଛି। ଘଟଣା ସ୍ଥଳରେ ୫ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି। ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.