ପ୍ରମୁଖ ଖବର
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

କମେଣ୍ଟ ମରାକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମାରପିଟ୍

ଭୁବନେଶ୍ଵର, ୦୪/୧୧ : କମେଣ୍ଟ ମରାକୁ ନେଇ ଗୋଷ୍ଠୀ ସଙ୍ଘର୍ଷ। ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମାରପିଟ୍। ରିଜିଓନାଲ ଇନଷ୍ଟିଚ୍ୟୁଟ ଅଫ୍ ଏଜୁକେଶନର ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। 

ସୂଚନାନୁଯାୟୀ, ରାତି ପ୍ରାୟ ୧୧ଟା ବେଳେ ରିଜିଓନାଲ ଇନଷ୍ଟିଚ୍ୟୁଟ ଅଫ ଏଜୁକେଶନ ସାମ୍ନାରେ ଦୁଇଗୋଷ୍ଠୀ ମାଡ ମରାମରି ହୋଇଥିଲେ । କଳିଙ୍ଗ ଷ୍ଟାଡିୟମରେ ଫୁଟବଲ ଦେଖିବା ପରେ ମ୍ୟାଚକୁ ନେଇ ଉଭୟ ଗୋଷ୍ଠୀ କମେଣ୍ଟ ପାସ୍ କରିବା ପରେ ଏହି ଗୋଷ୍ଠୀ ସଂଘର୍ଷର ସୂତ୍ରପାତ ହୋଇଥିଲା। ପରେ ସହିଦନଗର ଥାନା ପୋଲିସ ପହଞ୍ଚି ଉଭୟ ଗୋଷ୍ଠୀ ଛାତ୍ରଙ୍କୁ ନେଇ ଥାନାରେ ବୁଝାସୁଝା କରିବା ପାଇଁ ଚେଷ୍ଟା କରିଥିଲା । ତେବେ ଉଭୟ ପକ୍ଷର ଆକ୍ରମଣରେ ୩ ଜଣ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.