ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ମଟନ ତରକାରୀକୁ ନେଇ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

ନୂଆଦିଲ୍ଲୀ,୩୧/୮:  ବିବାହ ଭୋଜିରେ ମଟନ ତରକାରୀକୁ ନେଇ ଗୋଷ୍ଠୀ ସଂଘର୍ଷ । ଫଳରେ ଏଥିରେ ଅନେକ ଲୋକ ଆହତ ହୋଇଛନ୍ତି।  ତେବେ ଏହି ଘଟଣାକୁ ନେଇ ପୋଲିସ ଜଣେ ମହିଳାଙ୍କ ସମେତ ୧୯ ଜଣଙ୍କ ବିରୋଧରେ ଏକ ମାମଲା ରୁଜୁ । ତେବେ ତେଲେଙ୍ଗାନାର ନିଜାମାବାଦର ନବୀପେଟରୁ ଏହି ଘଟଣା ସାମ୍ନାକୁ ଆସିଛି। 

ସୂଚନା ମୁତାବକ, ଗତ ବୁଧବାର ଦିନ ନବୀପେଟ ଗାଁର କନ୍ୟା ଓ ନନ୍ଦିପେଟ ଗାଁର ପୁଅ ସହ ବିବାହ ଥିଲା । ଉଭୟ ପରିବାର ଖର୍ଚ୍ଚ ବାଣ୍ଟି ଭୋଜିର ବ୍ୟବସ୍ଥା କରିଥିଲେ। ହେଲେ ମଟନ୍ ପରଷା କରାଯିବା ସମୟରେ କିଛି ସମ୍ପର୍କୀୟ ଭେଦଭାବ ଅଭିଯୋଗ କରିଥିଲେ। ଅତିଥିମାନଙ୍କ ଇଚ୍ଛା ଅନୁଯାୟୀ କ୍ୟାଟରିଂ କର୍ମଚାରୀମାନେ ମଟନ୍ ଦେବାକୁ  ମନା କରିଦେଇଥିଲେ। ଫଳରେ ଗୋଷ୍ଠୀ ସଂଘର୍ଷ ଦେଖାଦେଇଥିଲା । କୁହାଯାଉଛି ଯେ, ଜଣେ ବ୍ୟକ୍ତି ଖାଦ୍ୟ ସାମଗ୍ରୀରେ ସହିତ ବାସନ ଧରି  କ୍ୟାଟରିଂ କର୍ମଚାରୀଙ୍କ ଉପରେ ଆକ୍ରମଣ କରିଥିଲେ। ଏହାପରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ଆରମ୍ଭ ହୋଇଥିଲା । ଏପରିକି ପଥର ଫିଙ୍ଗାଫିଙ୍ଗି ମଧ୍ୟ ହୋଇଥିଲେ । ଫଳରେ ଅନେକ ଲୋକ ଆହତ ହୋଇଥିବା ବେଳେ ସମସ୍ୟ ଆହତଙ୍କୁ ନିକଟସ୍ଥ  ନାଭିପେଟ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା . ତେବେ ଏହି ଘଟଣାକୁ ନେଇ ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳକୁ ଯାଇ ସମାଧାନ କରିଛି । ତେବେ ଏନେଇ  ନାଭିପେଟ ସବ୍-ଇନ୍ସପେକ୍ଟର କେ ଭିନା କହିଛନ୍ତି ଯେ, ସେମାନେ ୧୯ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ଏଥିସହ  ଅନ୍ୟ ଅଭିଯୁକ୍ତଙ୍କୁ ଚିହ୍ନଟ କରୁଛୁ ଏବଂ ଏପର୍ଯ୍ୟନ୍ତ କାହାରିକୁ ଗିରଫ କରାଯାଇ ନାହିଁ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.