ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଗନ୍ଧରାଡ଼ି ଠାରେ ଓଡିଆ ପକ୍ଷ ଅବସରରେ ଦେବାଳୟ ଓ ଐତିହ ସ୍ଥଳୀ ସ୍ୱଚ୍ଛତା ଅଭିଯାନ

Published By : Harapriya Sethi | April 6, 2025 12:25 PM

ଜହ୍ନ।ପଙ୍କ, ୬/୪: ବୌଦ୍ଧ ବ୍ଲକ୍ ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜଗତୀ ନିକଟସ୍ଥ ଗନ୍ଧରାଡ଼ି ଠାରେ ଦେବାଳୟ ଓ ଐତିହ ସ୍ଥଳୀ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଯୋଗଦେଇ ଓଡିଆ ପକ୍ଷ ଅବସରରେ ସ୍ୱଚ୍ଛତା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଅଷ୍ଟମ ଶତାବ୍ଦୀରେ ନିର୍ମିତ ଶୈବ ଓ ବୈଷ୍ଣବ ଧର୍ମର ମିଳନ ସ୍ଥଳୀ ଗନ୍ଧରାଡ଼ି ପୀଠ ତଥା ଚାରିଶମ୍ଭୁ ମନ୍ଦିର ପରିସର ସଫେଇ କରାଯାଇଥିଲା । 

ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଚାର୍ଲ୍ସ୍ ନାଏକ, ଜିଲ୍ଲା ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପ, ବୌଦ୍ଧ ବିଡିଓ ଯୁଧିଷ୍ଠିର ମେହେର, ପୁର୍ବତନ ବ୍ଲକ୍ ଉପାଧ୍ୟକ୍ଷ ମନୋରଂଜନ ପୁରୋହିତ, ଲକ୍ଷ୍ମୀପ୍ରସାଦ ସରପଞ୍ଚ ଶ୍ରୀମତୀ ଭାରତୀ ପୁରୋହିତ, ପିଇଓ ଶରତ ପୁରୋହିତ, ସମିତି ସଭ୍ୟ ସୁନୀଲ କୁମାର ସେଠି, ମୁଣ୍ଡାପଡା ଭାରପ୍ରାପ୍ତ ସରପଞ୍ଚ ସୁମନ୍ତ କୁମାର ନାଏକ, ମୁଣ୍ଡାପଡା ସ୍ୱେଚ୍ଛାସେବୀ ଅନୁଷ୍ଠାନ କାର୍ଡର ସମ୍ପାଦକ ଧର୍ମୁଧର ପୋଢ଼, ସ୍ୱେଚ୍ଛାସେବୀ ସୁଶୀଲ ହୋତା, ବିକ୍ରମ ପ୍ରଧାନ, ପିଇଓ ସୁଦାମ ପ୍ରଧାନ, ହିମାଂଶୁ ପ୍ରଧାନ, କନିଷ୍ଠ ଯନ୍ତ୍ରୀ ଯୋଗ ଦେଇଥିଲେ । ସେହିପରି ସ୍ଥାନୀୟ ଅଞ୍ଚଳର ମିଶନ୍ ଶକ୍ତିର ଏମବିକେ, ସିଆରପି, ମନ୍ଦିରର ସେବାୟତ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ଜନସାଧାରଣ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.