ଭୁବନେଶ୍ଵର, ୧୨/୦୬ : ବିଜେପି ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କେଜିରୁ ପିଜି ଯାଏଁ ହେବ ଦେୟମୁକ୍ତ ଶିକ୍ଷା। ଆର୍ଥିକ ଅନଗ୍ରସର ଛାତ୍ରଛାତ୍ରୀଙ୍କ ପାଇଁ ଏହା ସହାୟକ ହେବ। ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସରକାର ଏହି ନିଷ୍ପତ୍ତି ନେଇଛନ୍ତି।
ଆହୁରି ପଢନ୍ତୁ- ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ, ବଡ଼ ଘୋଷଣା କରିପାରନ୍ତି ମୋହନ ସରକାର
୨ ବର୍ଷ ପୂର୍ତ୍ତିରେ CM Mohan Majhiଙ୍କ ବଡ଼ ସନ୍ଦେଶ