ପ୍ରମୂଖ ଖବର
  • ଶ୍ରୀମନ୍ଦିରରେ ପୁଣି ପଶିଲା ହିଡେନ୍ କ୍ୟାମେରା, ଭିଡିଓ କରିବା ବେଳେ ଧରା ପଡ଼ିଲେ ଯୁବକ
  • ||
  • ଭୁବନେଶ୍ୱର : ଷଣ୍ଢକୁ ଧକ୍କା ଦେଲା ବାଇକ୍‌, ଦୁର୍ଘଟଣାରେ ଚାଲିଗଲା ଅନ୍ତର୍ଜାତୀୟ ବଡି ବିଲ୍ଡରଙ୍କ ଜୀବନ
  • ||
  • IPLରୁ କ୍ରିକେଟର୍‌ ରବିଚନ୍ଦ୍ରନ୍ ଅଶ୍ବିନ୍‌ଙ୍କ ଅବସର ଘୋଷଣା
  • ||
  • ଲଗାଣ ବର୍ଷାରେ ବେହାଲ ମାଲକାନଗିରି, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ଅଗ୍ରପୂଜ୍ୟ ଗଜାନନଙ୍କ ଆବାହନ : ଚଳଚଞ୍ଚଳ ପୁରପଲ୍ଲୀ, ରାଜଧାନୀରେ ୩୪୦ରେ ମଣ୍ଡପରେ ବିନାୟକଙ୍କ ପୂଜା
  • ||
  • ଫୁଲୁଛି ସୁବର୍ଣ୍ଣରେଖା ନଦୀ; ବଢୁଛି ଦୁର୍ଦ୍ଦଶା, ସ୍ଥିତି ସମୀକ୍ଷା କଲେ ରାଜ୍ୟପାଳ
  • ||
  • ଆଜି ଆକାଉଣ୍ଟକୁ ଆସିବ ସିଏମ୍‌ କିଷାନ ଟଙ୍କା, ଉପକୃତ ହେବେ ୫୧ ଲକ୍ଷରୁ ଅଧିକ ଚାଷୀ
  • ||
  • ବୈଷ୍ଣୋଦେବୀରେ ଭୂସ୍ଖଳନ; ୩୧ ଛୁଇଁଲା ମୃତ୍ୟୁସଂଖ୍ୟା, ଉଦ୍ଧାର ଅଭିଯାନ ଜାରି
  • ||
  • ଭାରତ ଉପରେ ଆଜିଠୁ ଫୁଟିବ ୫୦% ଟ୍ରମ୍ପଙ୍କ ଟାରିଫ୍ ବୋମା, ସଂଙ୍କଟରେ ୫ଲକ୍ଷ କୋଟିର ରତ୍ପାନୀ
  • ||

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଟଙ୍କା, ଡିବିଟି ମାଧ୍ୟମରେ ହେଲା ୧୦୪୧ କୋଟି ଟଙ୍କା ଟ୍ରାନ୍ସଫର୍

Published By : Rasmita Pradhan | August 27, 2025 12:54 PM

ଭୁବନେଶ୍ଵର, ୨୭/୦୮ : ଚାଷୀଙ୍କୁ ନୂଆଖାଇ ଭେଟି। ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ତୃତୀୟ କିସ୍ତି। ଡିବିଟି ଜରିଆରେ ହେଲା ୧୦୪୧ କୋଟି ଟଙ୍କା ଟ୍ରାନ୍ସଫର୍। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷୀଙ୍କ ଆକାଉଣ୍ଟକୁ ସିଏମ୍ କିଷାନ ଟଙ୍କା ପଠାଇଛନ୍ତି। ୫୧ ଲକ୍ଷ ୫୪ ହଜାର ୧୧୫ ଚାଷୀ ଉପକୃତ ହୋଇଛନ୍ତି। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀ ପଞ୍ଜିକରଣ ଅବଧି ବଢିବ। କେତେ ଦିନ ବଢିବ ଖୁବଶୀଘ୍ର ଘୋଷଣା ହେବ। ଆଉ ସପ୍ତାହେ ବଢାଇବାକୁ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ପ୍ରସ୍ତାବ ଦେଇଥିଲେ। ଉପମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇଛି, ଘୋଷଣା ହେବ। 

          



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.