ପ୍ରମୂଖ ଖବର
  • IPLରୁ କ୍ରିକେଟର୍‌ ରବିଚନ୍ଦ୍ରନ୍ ଅଶ୍ବିନ୍‌ଙ୍କ ଅବସର ଘୋଷଣା
  • ||
  • ଲଗାଣ ବର୍ଷାରେ ବେହାଲ ମାଲକାନଗିରି, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ଅଗ୍ରପୂଜ୍ୟ ଗଜାନନଙ୍କ ଆବାହନ : ଚଳଚଞ୍ଚଳ ପୁରପଲ୍ଲୀ, ରାଜଧାନୀରେ ୩୪୦ରେ ମଣ୍ଡପରେ ବିନାୟକଙ୍କ ପୂଜା
  • ||
  • ଫୁଲୁଛି ସୁବର୍ଣ୍ଣରେଖା ନଦୀ; ବଢୁଛି ଦୁର୍ଦ୍ଦଶା, ସ୍ଥିତି ସମୀକ୍ଷା କଲେ ରାଜ୍ୟପାଳ
  • ||
  • ଆଜି ଆକାଉଣ୍ଟକୁ ଆସିବ ସିଏମ୍‌ କିଷାନ ଟଙ୍କା, ଉପକୃତ ହେବେ ୫୧ ଲକ୍ଷରୁ ଅଧିକ ଚାଷୀ
  • ||
  • ବୈଷ୍ଣୋଦେବୀରେ ଭୂସ୍ଖଳନ; ୩୧ ଛୁଇଁଲା ମୃତ୍ୟୁସଂଖ୍ୟା, ଉଦ୍ଧାର ଅଭିଯାନ ଜାରି
  • ||
  • ଭାରତ ଉପରେ ଆଜିଠୁ ଫୁଟିବ ୫୦% ଟ୍ରମ୍ପଙ୍କ ଟାରିଫ୍ ବୋମା, ସଂଙ୍କଟରେ ୫ଲକ୍ଷ କୋଟିର ରତ୍ପାନୀ
  • ||

ଚାଷୀଙ୍କୁ ନୂଆଖାଇ ଭେଟି ଦେବେ ରାଜ୍ୟ ସରକାର, ମିଳିବ ସିଏମ୍‌ କିଷାନ ଟଙ୍କା

Published By : Rasmita Pradhan | August 27, 2025 7:50 AM

ଭୁବନେଶ୍ୱର, ୨୭/୦୮ : ଚାଷୀଙ୍କୁ ନୂଆଖାଇ ଭେଟି ଦେବେ ରାଜ୍ୟ ସରକାର। ଚାଷୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ପଠାଇବେ ରାଜ୍ୟ ସରକାର। ଏଥିରେ ରାଜ୍ୟର ପ୍ରାୟ ୫୧ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଉପକୃତ ହେବେ । 

ଖରିଫ ଧାନ ପଞ୍ଜୀକରଣ ଶେଷ ହୋଇଛି । ଚଳିତ ବର୍ଷ ରେକର୍ଡ ସଂଖ୍ୟକ ୧୯ ଲକ୍ଷ ୬୭ ହଜାର ଚାଷୀ ପଞ୍ଜୀକରଣ କରିଥିବା ସୂଚନା ମିଳିଛି । ଗତବର୍ଷ ୧୭ ଲକ୍ଷ ୫୦ ହଜାର ଚାଷୀ ପଞ୍ଜୀକରଣ କରିଥିଲେ । ଜୁଲାଇ ୧୯ରୁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଅଗଷ୍ଟ ୨୫ ତାରିଖରେ ଏହା ଶେଷ ହୋଇଛି । ନଭେମ୍ବର ୧ ତାରିଖରୁ ଧାନ କିଣା ଆରମ୍ଭ ହେବ ବୋଲି ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.