PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ନଦୀରେ ଯନ୍ତ୍ର ଚାଳିତ ବୋଟ ଚଲାଇଲେ ମମତା ବାନାର୍ଜୀ, ଭାଇରାଲ ହେଲା ଭିଡିଓ

pic- internet

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଭିନ୍ନ ଅନ୍ଦାଜରେ ସାମ୍ନାକୁ ଆସିଛନ୍ତି। ଏଥର ସେ ଯନ୍ତ୍ର ଚାଳିତ ବୋଟ ଚଲାଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ମମତା ଏବେ ଉତ୍ତର ୨୪ ପ୍ରଗଣା ଗସ୍ତରେ ଅଛନ୍ତି। ବୁଧବାର ଗାଁ ଭ୍ରମଣ ସମୟରେ ସେ ଇଚାମତି ନଦୀରେ ଏକ ଯନ୍ତ୍ର ଚାଲିତ ବୋଟର ଉଦ୍‌ଘାଟନ କରିଥିଲେ। ସେଠାରେ ସେ ଉଦ୍‌ଘାଟନ ସମୟରେ ଡ୍ରାଇଭର ସିଟ୍‌ରେ ହଠାତ ବସିଥିଲେ ଏବଂ ବୋଟ ଚଲାଇବାକୁ ଲାଗିଥିଲେ। ଏହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଥିଲେ।

ତେବେ ଏପରି ପ୍ରଥମ ଥର ପାଇଁ ହୋଇନାହିଁ। ଏହାପୂର୍ବରୁ ଫୁଟବଲ ଖେଳୁଥିବାର ମଧ୍ୟ ନଜର ଆସିଥିଲେ। ମମତା ବୋଟ ଚଲାଉଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସମ୍ବନ୍ଧିତ ଖବର