କେନ୍ଦୁଝର,୨୮/୧୨; ୩ ଦିନିଆ କେନ୍ଦୁଝର ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ । ସିରିଗୁଡା ପି.ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ଅଛନ୍ତି ।