ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ନାମାଙ୍କନ ପାଇଁ ବଲାଙ୍ଗୀରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କଣ୍ଟାବାଞ୍ଜି ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ

ବଲାଙ୍ଗୀର ୦୨/୦୫ ବଲାଙ୍ଗୀରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଧରଣ ନିର୍ବାଚନ ପାଇଁ କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସିଟି ହାଇସ୍କୁଲ ପଡିଆରୁ ଶୋଭାଯାତ୍ରାରେ ବାହାରି ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବେ ନବୀନ । ଟିଟିଲାଗଡ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳି ବିଧାନସଭା ଆସନ ପାଇଁ ମଙ୍ଗଳବାର ଦିନ ନାମାଙ୍କନ ଭରିଥିଲେ।

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • BJD
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.