ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ନାମାଙ୍କନ ପାଇଁ ବଲାଙ୍ଗୀରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କଣ୍ଟାବାଞ୍ଜି ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ

ବଲାଙ୍ଗୀର ୦୨/୦୫ ବଲାଙ୍ଗୀରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଧରଣ ନିର୍ବାଚନ ପାଇଁ କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସିଟି ହାଇସ୍କୁଲ ପଡିଆରୁ ଶୋଭାଯାତ୍ରାରେ ବାହାରି ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବେ ନବୀନ । ଟିଟିଲାଗଡ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳି ବିଧାନସଭା ଆସନ ପାଇଁ ମଙ୍ଗଳବାର ଦିନ ନାମାଙ୍କନ ଭରିଥିଲେ।

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • BJD
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.