PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୁଷୋତ୍ତମପୁର : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ପଦ୍ମପୁର : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କୃଷି ଅଧିକାରୀ, ଲାଇସେନ୍ସ ବାତିଲ କରିବାକୁ ଧମକ ଦେଇ ସାର ଡିଲରଙ୍କ ଠାରୁ ନେଉଥିଲେ ଲାଞ୍ଚ
  • ||
  • ଭୁବନେଶ୍ଵର : ଏଥର ହେବନି ରାଜ୍ୟସ୍ତରୀୟ ପରେଡ, ଭାଗ ନେବେନି ସ୍କୁଲ ଛାତ୍ରଛାତ୍ରୀ
  • ||
  • ପୁରୀ : ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବତୀ, ବ୍ଲୁଫ୍ଲାଗ୍ ବିଚ୍‌ରୁ ଉଦ୍ଧାର ହେଲା ମୃତଦେହ
  • ||
  • ଜୁଜୁମରା : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ଘଉଡ଼ାଇବା ବେଳେ ଅଘଟଣ, ବନ କର୍ମଚାରୀଙ୍କ ହାତରେ ଫୁଟିଗଲା ବାଣ
  • ||
  • ବିହାରରେ ଭାଙ୍ଗିଲା ଏନ୍‌ଡିଏ ମେଣ୍ଟ: ଅଲଗା ହେଲା ବିଜେପି-ଜେଡିୟୁର ରାସ୍ତା, ରାଜ୍ୟପାଳଙ୍କୁ ଭେଟିବେ ନୀତୀଶ
  • ||

ଅଭିନନ୍ଦନଙ୍କ ପ୍ରତ୍ୟାବର୍ତନକୁ ସ୍ବାଗତ କଲେ ନବୀନ ପଟ୍ଟନାୟକ

source:www.livemint.com

ଭୁବନେଶ୍ବର,୨।୩: ସବୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ନିଜ ମାତୃଭୂମିରେ ପାଦ ଦେଇଛନ୍ତି ଅଭିନନ୍ଦନ। ପାକିସ୍ତାନ ଗିରଫ କରିଥିବା ଭାରତୀୟ ବାୟୁସେନାର ୱିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ତମାନଙ୍କୁ ସ୍ବାଗତ କରିବା ପାଇଁ ଅଭିନନ୍ଦନର ସୁଅ ଛୁଟୁଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ବିଟ୍‌ କରି ଭାରତକୁ ଫେରିଥିବା ସାହସୀ ହୃଦୟର ୱିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ତମାନଙ୍କୁ ସ୍ବାଗତ କରିଛନ୍ତି। ‘ବୀରତ୍ବ ଓ ସାହସିକତା ମାଧ୍ୟମରେ ଆପଣ ଦେଶକୁ ଗର୍ବିତ କରିଛନ୍ତି,’ ବୋଲି ସେ ଉଲ୍ଲେଖ କରିଛନ୍ତି।