PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବାୟୁସେନାର ବିମାନ କ୍ରାସ୍‌: ଖସିବା ମାତ୍ରେ ଲାଗିଲା ନିଆଁ, ପ୍ରଚଣ୍ଡ ଶବ୍ଦରେ ଥରି ଉଠିଲା ପୁରା ଗାଁ
  • ||
  • ଧାନବାଦ: ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ ଯୋଗୁଁ ଡାକ୍ତର ଦମ୍ପତ୍ତିଙ୍କ ସହ ୬ ମୃତ, ଅଳ୍ପକେ ଉଦ୍ଧାର ହେଲେ ରୋଗୀ
  • ||
  • ମଧ୍ୟପ୍ରଦେଶରେ ବାୟୁସେନାର ଯୁଦ୍ଧ ବିମାନ ସୁଖୋଇ ଓ ମିରାଜ ୨୦୦୦ ଦୁର୍ଘଟଣାଗ୍ରସ୍ତ
  • ||

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରୀୟ ପ୍ରକଳ୍ପର କରିବେ ସମୀକ୍ଷା

ଭୁବନେଶ୍ୱର,୨୭ ।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି । ମୁଖ୍ୟମନ୍ତ୍ରୀ ଗଞ୍ଜାମ ଗସ୍ତରୁ ଫେରି ଦିଲ୍ଲୀ ଯାଇ ଅପରାହ୍ନରେ ପହଞ୍ଚିଥିଲେ ।
ସୋମବାର ଓଡ଼ିଶା ଭବନରେ ମୁଖ୍ୟମନ୍ତ୍ରୀ ବହୁ କେନ୍ଦ୍ରୀୟ ପ୍ରକଳ୍ପର ସମୀକ୍ଷା କରିବେ । କେଉଁ ବିଭାଗର କେଉଁ ପ୍ରକଳ୍ପକୁ କେନ୍ଦ୍ର କେତେ ପାଣ୍ଠି ପ୍ରଦାନ କରିଛି, ପ୍ରକଳ୍ପର ସ୍ଥିତି କଣ ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆର୍ଥିକ ବର୍ଷ ଶେଷ ହେବାକୁ ଯାଉଥିବାରୁ ବିଭିନ୍ନ ମନ୍ତ୍ରାଳୟର ପ୍ରକଳ୍ପକୁ ତ୍ୱରିତ କରିବା ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଜୋର୍‌ ଦେବେ ବୋଲି ସୂଚନା ମିଳିଛି ।