ପ୍ରମୂଖ ଖବର
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଭାରସାମ୍ୟ ହରାଇ ନୟନଜୋରୀକୁ ଓଲଟିଲା କୋଇଲା ବୋଝେଇ ଟ୍ରକ୍

Published By : Rasmita Pradhan | March 13, 2025 11:32 AM

ଖନ୍ତାପଡ଼ା, ୧୩/୦୩ : ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ପଣପଣା ପଞ୍ଚାୟତ ସ୍ଥିତ ୧୬ ନଂ ଜାତୀୟ ରାଜପଥରେ ଦୁର୍ଘଟଣା। ନୟନଜୋରୀକୁ ଓଲଟିଲା କୋଇଲା ବୋଝେଇ ଟ୍ରକ୍। ବୁଧବାର ବିଳମ୍ଵିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ କାହାର କିଛି କ୍ଷତି ହୋଇନଥିବା ଜଣାପଡ଼ିଛି। 

ସୂଚନାନୁଯାୟୀ, କଟକରୁ ପଶ୍ଚିମବଙ୍ଗ ଅଭିମୁଖେ ଏକ କୋଇଲା ବୋଝେଇ ଟ୍ରକ୍ ଯାଉଥିଲା। ବୁଧବାର ବିଳମ୍ବିତ ରାତିରେ ଟ୍ରକ୍‌ଟି ପଣପଣା ନିକଟସ୍ଥ ବାଲେଶ୍ୱର ହାଇୱେ ପେଟ୍ରୋଲ ପମ୍ପ ସମ୍ମୁଖରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵରେ ଥିବା ନୟନଜୋରୀକୁ ଓଲଟି ପଡିଥିଲା। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନାହିଁ। ରାସ୍ତାକଡ଼ରେ ଥିବା ଜଳଖିଆ ଦୋକାନ ଅଳ୍ପକେ ବର୍ତ୍ତି ଯାଇଛି। ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଖନ୍ତାପଡ଼ା ପୋଲିସ ଏବଂ ପାଟ୍ରୋଲିଂ ପୋଲିସ ଏଏସଆଇ ମହେଶ୍ୱର ମାଝୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଉଦ୍ଧାର କରାଯାଉଛି। 

ଏହି ଖବରଟିକୁ ପଢନ୍ତୁ-ଦେଶୀ ବନ୍ଧୁକ କାରଖାନାରେ ରେଡ୍‌, ୪ ଗିରଫ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.