ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

କଟକରେ ରହିବ ଅବକାରୀ କମିଶନର ଅଫିସ, ସ୍ଥାନାନ୍ତର ପ୍ରସ୍ତାବ ନାହିଁ : ଅବକାରୀ କମିଶନର

ଭୁବନେଶ୍ବର,୩।୯ : କଟକରେ ରହିବ ଅବକାରୀ କମିଶନର ଅଫିସ। ଭୁବନେଶ୍ୱର ସ୍ଥାନାନ୍ତର ହେବା ଏକ ଗୁଜବ ବୋଲି  ଅବକାରୀ କମିଶନର ନରସିଂହ ଭୋଳ ସ୍ପଷ୍ଟ କରିଛନ୍ତି। 

କଟକରେ ଅବକାରୀ କମିଶନର ଅଫିସ ଅଛି, ସ୍ଥାନାନ୍ତର ପ୍ରସ୍ତାବ ନାହିଁ । ଭୁବନେଶ୍ବରରେ କେବଳ କ୍ୟାମ୍ପ ଅଫିସ ଅଛି, ଜରୁରୀ କାମ ପଡ଼ିଲେ ଆସେ ବୋଲି କମିଶନର କହିଛନ୍ତି। ପୂର୍ବରୁ ରାଜସ୍ବ ବିଭାଗ ଅଧିନରେ ଅବକାରୀ ବିଭାଗ ରହିଥିଲା।  ସେଥିପାଇଁ କମିଶନର ଅଫିସ ରାଜସ୍ବ ପର୍ଷଦ କୋଠାରେ ଚାଲିଥିଲା । ୧୯୯୯ରେ ଅଲଗା ହେବା ପରେ ବି ଅଫିସ ସେଇଠି ଚାଲିଥିଲା । ୨ ବର୍ଷ ତଳେ ନିର୍ଦ୍ଦେଶ ହେବାରୁ ଫ୍ଲାଇଂ ସ୍କ୍ବାଡ୍‌ ଅଫିସକୁ ସ୍ଥାନାନ୍ତର କରାଯାଇଥିଲା। ତେବେ କଟକରେ ସ୍ଥାନାଭାବରୁ କେବଳ ଲ୍ୟାବ୍‌ ଭୁବନେଶ୍ବର ଆସିଥିଲା । ଗୋଦାମ, ଲ୍ୟାବ୍‌ ଏବଂ ଫ୍ଲାଇଂ ସ୍କ୍ବାଡ୍‌ ଅଫିସ ଭୁବନେଶ୍ବର ଆସିଥିଲା  ବୋଲି ସେ କହିଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.