ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଶୌଚାଳୟରେ ଝୁଲୁଛି ତାଲା

ଦାରିଙ୍ଗବାଡି,୨୭/୨(ଆପ୍ର): ଦାରିଙ୍ଗବାଡି ଗୋଷ୍ଡୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲ ଯୋଜନାରେ ନିଆଯାଇଥିବା ବେଳେ ଗତ ୧୭ ତାରିଖରେ ଉଦ୍ଘାଟନ ହୋଇଥିଲା । ହେଲେ ଉଦ୍ଘାଟନ ହେବା ପର ଠାରୁ ଶୌଚାଳୟରେ ତାଲା ଝୁଲୁ ଥିବା ଦେଖିବାକୁ ମିଳିଛି । ଉଦ୍ଘାଟନ ଦିନ ହିଁ ଶୌଚାଳୟ ଖୋଲା ରହିଥିଲା । 

ଶୌଚାଳୟ ବନ୍ଦ ରହୁଥିବା ଫଳରେ ରୋଗୀ ତଥା ରୋଗୀଙ୍କ ସମ୍ପର୍କୀୟ ଶୌଚ ହେବାକୁ ବହୁ ଅସୁବିଧାର ସମ୍ମୁଖିନ ହେଉଥିବା ଦେଖିବାକୁ ମିଳିଛି।  ଲୋକେ ବାଧ୍ୟ ହୋଇ ମେଡ଼ିକାଲ ଠାରୁ ୨୦୦ ମିଟର ଦୂରରେ ଥିବା ପଥପ୍ରାନ୍ତ ସେବା କେନ୍ଦ୍ରକୁ ଶୌଚ ହେବାକୁ ଆସୁଥିବା ଦେଖିବାକୁ ମିଳିଛି।  ଯେଉଁ ଲକ୍ଷ୍ୟରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇ ଶୌଚାଳୟ ନିର୍ମାଣ ହୋଇଛି ବର୍ତମାନ ତାହା କାମରେ ଆସୁନାହିଁ । ଏଣୁ ଯଥା ଶୀଘ୍ର ଶୌଚାଳୟ ଖୋଲିବା ପାଇଁ ଅଞ୍ଚଳବାସି ଦାବି କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.