ପ୍ରମୂଖ ଖବର
  • ରାଜ୍ୟରେ ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମୌସୁମୀ ବାୟୁ ଅଗ୍ରସର ହେବାକୁ ଅନୁକୂଳ ନାହିଁ ପାଗ, ୨ ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ଵର, ୧୦/୦୬ : ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ପାଗ ଅନୁକୂଳ ନାହିଁ। ଆଗାମୀ ୩ ରୁ ୪ ଦିନ ପର୍ଯ୍ୟନ୍ତ ମୌସୁମୀ ବାୟୁ ଅଗ୍ରସର ନହୋଇପାରେ। ମୌସୁମୀ ସକ୍ରିୟ ହୋଇପରୁନଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରେବେଶ କରୁଛି। ଯାହାର ପ୍ରଭାବରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଅନୁଭବ ହେଉଛି। ଆଗାମୀ ୫ ଦିନ ଉତ୍ତର, ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବ। ଦିନ ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢିବା ନେଇ ଆକଳନ କରାଯାଉଛି। ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.