ପ୍ରମୂଖ ଖବର
  • ଅରୁଣାଚଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପେମା ଖାଣ୍ଡୁ, ସମାରୋହରେ ସାମିଲ୍ ହେବେ ଜେପି ନଡ୍ଡା, ଅମିତ ଶାହ
  • ||
  • ବିଧାୟକ ପଦରୁ ସପା ମୁଖ୍ୟ ଅଖିଳେଶ ଯାଦବଙ୍କ ଇସ୍ତଫା
  • ||
  • ପୁରୀ : ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର, ମଙ୍ଗଳ ଆଳତି ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||

ସୋରୋ ମୋହନପୁର ଗାଁରେ ବୁଲିଲା ଖଣ୍ଡା, ଜମିବାଡ଼ି ଗଣ୍ଡଗୋଳରେ ୭ ଆହତ

ସୋରୋ, ୫।୧୧: ସୋରୋ ମୋହନପୁର ଗାଁରେ ହଣାକଟା । ଗାଁରେ ବୁଲିଲା ଖଣ୍ଡା ଓ କାତି । ଜମିବାଡ଼ି ଗଣ୍ଡଗୋଳକୁ ନେଇ ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଓ ହଣାକଟା ହୋଇଥିବା ଜଣାପଡ଼ିଛି । ଗଣ୍ଡଗୋଳରେ ଉଭୟ ପକ୍ଷରୁ ୭ ଜଣ ଆହତ ହୋଇଥିବା ସୂଚନା । ସମସ୍ତ ଆହତଙ୍କୁ ସୋରୋ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.