ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

କାଶୀପୁରରେ କଂଗ୍ରେସର ରୋଡ଼ ସୋ : ଯୋଗ ଦେଲେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ

କାଶୀପୁର, ୮।୫ : ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ସିଂହ ବାଘେଲ ଆଜି ରାୟଗଡା ଜିଲ୍ଲା ଗସ୍ତରେ ଆସି କାଶୀପୁର ବ୍ଲକ ସଦର ଠାରେ ଆୟୋଜିତ କଂଗ୍ରେସର ରୋଡ଼ ସୋରେ ଯୋଗ ଦେଇଥିଲେ। 

କଂଗ୍ରେସ ପକ୍ଷରୁ କାଶୀପୁର ଆଇଇଫାଡ଼ ଛକ ଠାରୁ ହନୁମାନ ମନ୍ଦିର ପର୍ଯ୍ୟନ୍ତ ରୋଡ଼ ସୋ କରାଯାଇ ଥିଲା । ରାଜ୍ୟଏବଂ ଦେଶରେ ସୁଶାସନ ଆଣିବା ଏବଂ ଏସ ଟି ଏସ ସି,ଓବିସିଭଳି ପଛୁଆ ବର୍ଗ ଙ୍କ ଉନ୍ନତି ପାଇଁ କଂଗ୍ରେସର ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନିବେଦନ କରିଥିଲେ ।ନିର୍ବାଚନ ଇସ୍ତାହାରରେ ସ୍ଥାନ ପାଇଥିବା କଂଗ୍ରେସର ପାଞ୍ଚ ଟି ଗ୍ୟାରେଣ୍ଟି ସମ୍ପର୍କରେ ଅବଗତ କରିବା ସହ ବିଜେଡ଼ି ଏବଂ ବିଜେପି ସରକାରକୁ ସମାଲୋଚନା କରିଥିଲେ ।  

ଏହି କାର୍ଯ୍ୟକ୍ରମରେ ପିସିସି ସାଧାରଣ ସମ୍ପାଦକ ଦୁର୍ଗା ପ୍ରସାଦ ପଣ୍ଡା ଙ୍କସହିତ କଂଗ୍ରେସର କୋରାପୁଟ ଲୋକସଭା ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲ୍ଲକା, ରାୟଗଡା ବିଧାନ ସଭାମଣ୍ଡଳୀ ପ୍ରାର୍ଥୀ ଆପଲ ସ୍ୱାମୀ କାଡ଼ ରାକା, କାଶୀପୁର ବିସିସି ସଭାପତି ଅଙ୍ଗଦ ନାଏକ ପ୍ରମୁଖ ଉପସ୍ଥିତ ଥିଲେ। 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.