ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ଚୀନ୍‌ କମ୍ପାନିରେ ନିବେଶ କରିଛନ୍ତି ସେବି ମୁଖ୍ୟ, ପୁଣି ଅଭିଯୋଗ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ,୧୫/୦୯: ଭାରତୀୟ ପ୍ରତିଭୂତି ବିନିମୟ ବୋର୍ଡ(ସେବି)  ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ଙ୍କ ବିରୋଧରେ ନୂଆ ଅଭିଯୋଗ ଆଣିଛି କଂଗ୍ରେସ ।  ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ମୁଖପାତ୍ର ପୱନ ଖେଡ଼ା କହିଛନ୍ତି ଯେ,  ବୁଚ୍‌ ସେବି ନିୟମର ଉଲ୍ଲଂଘନ କରି ନିଜ କାର୍ଯ୍ୟକାଳରେ ପୁଞ୍ଜି ବଜାରରେ  ତାଲିକାଭୁକ୍ତ ସିକ୍ୟୁରିଟିଜ୍‌ଗୁଡ଼ିକରେ ୩୬.୯ କୋଟି ଟଙ୍କା ଲଗାଇଛନ୍ତି । ୨୦୧୭ରୁ  ୨୦୨୩ ମଧ୍ୟରେ ଏହି ଟ୍ରେଡିଂ ହୋଇଛି ।  ବିଦେଶୀ ପାଣ୍ଠିରେ ବୁଚ୍‌ ନିବେଶ କରିଥିବା  ଅଭିଯୋଗ ଆଣିଛି କଂଗ୍ରେସ । ଏଥିରେ  ଚାଇନିଜ୍‌ ନିବେଶ ବି ରହିଛି । ବୁଚ୍‌ ଗ୍ଲୋବାଲ  ଏକ୍ସ ଏମ୍‌ଏସ୍‌ସିଆଇ ଚାଇନା କଞ୍ଜ୍ୟୁମର ଏବଂ  ଇନ୍‌ଭେଷ୍ଟକୋ ଚାଇନା ଟେକ୍ନୋଲୋଜି ଇଟିଏଫ୍‌ ସହିତ ୪ଟି ଇଣ୍ଟର୍‌ନ୍ୟାସ୍‌ନାଲ  ଫଣ୍ଡ୍‌ରେ ନିବେଶ କରିଛନ୍ତି । ଏହି ବିଦେଶୀ ଆସେଟ୍‌ଗୁଡ଼ିକୁ ନେଇ ବୁଚ୍‌ କେବେ  ଘୋଷଣା କଲେ ବୋଲି ଖେଡ଼ା ପ୍ରଶ୍ନ କରିଛନ୍ତି । ଏହା ଉପରେ ସ୍ପଷ୍ଟ କରିବା  ପାଇଁ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.