PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ସମ୍ବଲପୁର ଲୋକସଭା ଓ ୯ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର ୩/୪: ସମ୍ବଲପୁର ଲୋକସଭା ଓ ୯ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ସମ୍ବଲପୁର ଲୋକସଭା ପାଇଁ ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି ଦଳ । ସମ୍ବଲପୁର ବିଧାନସଭା ଆସନରୁ ଡାକ୍ତର ଅଶ୍ୱିନୀ ପୂଜାହାରୀ ପ୍ରାର୍ଥୀ ହୋଇଛନ୍ତି । ଘସିପୁରା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

ବିଧାନସଭା ଆସନ

ସମ୍ବଲପୁର- ଡାକ୍ତର ଅଶ୍ୱିନୀ ପୂଜାହାରୀ

ଘସିପୁରା – ନିରଞ୍ଜନ ପଟ୍ଟନାୟକ

କଟକ ଚୌଦ୍ୱାର- ଜଗଦୀଶ ମହାନ୍ତି

କଟକ ସଦର- ଅଭିଶେକ ମହାନନ୍ଦ

ଜୟଦେବ- ସୁକାନ୍ତ ତିଆଡି ଭୋଇ

ଭୁବନେଶ୍ୱର ମଧ୍ଯ- ରାଜୀବ ପଟ୍ଟନାୟକ

ଭୁବନେଶ୍ୱର ଉତ୍ତର- ଇତୀଶ ପ୍ରଧାନ

ବେଗୁନିଆ- ପ୍ରଦୀପ ସାହୁ

ଚିଲିକା- ପ୍ରଦୀପ ସ୍ୱାଇଁ

ସମ୍ବନ୍ଧିତ ଖବର