ପ୍ରମୁଖ ଖବର
  • ଓଡ଼ିଶା​‌ରେ ପହଞ୍ଚିଲେ ଅମିତ୍‌ ଶାହ, କରିବେ ମାରାଥନ୍ ପ୍ରଚାର
  • ||
  • ବାଣୀବିହାର ସତସଙ୍ଗ ପାର୍କ ଆଗରେ ପୋଲିସ ଗାଡ଼ି ଦୁର୍ଘଟଣା, ୭ ଆହତ
  • ||
  • ମିଜୋରାମରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡିଲା ପଥର ଖଦାନ, ୧୦ ଶ୍ରମିକ ଚାଲିଗଲା ଜୀବନ, ଏକାଧିକ ଆହତ
  • ||
  • ଇଣ୍ଡିଗୋ ବିମାନରେ ବୋମା ଆତଙ୍କ,ଏମର୍ଜେନ୍ସି ଡୋର ଦେଇ ବାହାରିଲେ ଯାତ୍ରୀ
  • ||
  • ମୁମ୍ବାଇ ବିମାନବନ୍ଦର, ତାଜ ହୋଟେଲ ଉଡ଼ାଇବାକୁ ଧମକ, ଉତ୍ତରପ୍ରଦେଶରୁ ଆସିଥିଲା କଲ୍
  • ||
  • ଉପକୂଳରେ ଜୋରଦାର ପ୍ରଚାର, ମଙ୍ଗଳବାର ବାଲେଶ୍ବରରେ କାର୍ତ୍ତିକ୍ ପାଣ୍ଡିଆନଙ୍କ ଶକ୍ତି ପ୍ରଦର୍ଶନ
  • ||
  • ଆମେରିକାରେ ଘୂର୍ଣ୍ଣିଝଡ଼ ରଚିଲା ତାଣ୍ଡବ, ୨୨ ମୃତ,ଶତାଧିକ ଆହତ, ୧୦ କୋଟି ଲୋକ ପ୍ରଭାବିତ
  • ||
  • ରଥଖଳା ହାଲ୍‌ଚାଲ୍‌...ବୁଧବାର ରଥ ତ୍ରୟର ଚକ-ଅଖ ଡ଼େରା ନୀତି, ଚକକୁ ସୁରକ୍ଷା ଦିଏ ପନ୍ଦାରି ଚାବି
  • ||
  • କଟକ ଚାନ୍ଦବାଲି ରାସ୍ତାରେ OSRTC ବସ୍-ସ୍କୁଟି ମୁହାଁମୁହିଁ ଧକ୍କା, ଆଖିବୁଜିଲେ ଜଣେ ମହିଳା
  • ||
  • ମେ’ ୩୧ ସୁଦ୍ଧା କେରଳ ଛୁଇଁବ ମୌସୁମୀ: ଦେଶରେ ଅଧିକ ବର୍ଷିବ, ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଆକଳନ
  • ||

ଓଡ଼ିଶା ପାଇଁ କଂଗ୍ରେସ ୪୦ ଜଣିଆ ଷ୍ଟାର ପ୍ରଚାରକ: ମଙ୍ଗ ଧରିବେ ମଲ୍ଲିକାର୍ଜୁନ, ଅଛନ୍ତି ସୋନିଆ, ରାହୁଲ, ପ୍ରିୟଙ୍କା

ଭୁବନେଶ୍ୱର ୦୪/୦୫: ୨୦୨୪ ମହାଲଢ଼େଇ ପାଇଁ କଂଗ୍ରେସ ୪୦ ଜଣିଆ ହେବିଓ୍ବେଟ୍ ପ୍ରଚାରକ ତାଲିକା ପ୍ରକାଶ ପାଇଛି।ଓଡିଶାରେ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଏହି ତାଲିକାରେ ମଲ୍ଲିକାର୍ଜୁନ ଖଡଗେ, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଅଜୟ କୁମାର ପ୍ରମୁଖ ହେବିଓ୍ବେଟ୍ ସାମିଲ ଅଛନ୍ତି । 

ଅନ୍ୟମାନଙ୍କ ମଧ୍ୟରେ ଶରତ ପଟ୍ଟନାୟକ, ନରସିଂହ ମିଶ୍ର, ଏ ରେବନ୍ତ ରେଡ୍ଡୀ, ରୂପେଶ ବାଘେଲ, ସଚିନ ପାଇଲଟ୍, ମାଲୁ ଭାଟି ବିକ୍ରର୍ମକା, ଅଳକା ଲାମ୍ବା, କହ୍ନେୟା କୁମାର, ମୀନାକ୍ଷୀ ନଟ୍ଟରାଜନ, ହର୍ଷବର୍ଦ୍ଧନ ସପକାଲ, ଗିରିଧର ଗମାଙ୍ଗ, କିଶୋର ପଟେଲ, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଆର.ସି. ଖୁଣ୍ଟିଆ, ଭକ୍ତଚରଣ ଦାସ, ସୁଶୀଲା ତିରିଆ, ଶ୍ରୀକାନ୍ତ ଜେନା, ପଞ୍ଚାନନ କାନୁନଗୋ, ଜଗନ୍ନାଥ ପଟ୍ଟନାୟକ, ଶରତ ରାଉତ, ବିଜୟ କୁମାର ପଟ୍ଟନାୟକ, କଓ୍ବାସୀ ଲଖ୍ମା, ମୋହନ ମାର୍କମ, ଲକ୍ଷେଶ୍ବର ବାଘେଲ, ସନ୍ଦୀପ ସାହୁ, ଦାନସାରୀ ଅନସୂୟା, ଶିବାନନ୍ଦ ରାୟ, ବିଶ୍ବରଞ୍ଜନ ମହାନ୍ତି, ମୀନାକ୍ଷୀ ବାହିନୀପତି, ରଞ୍ଜିତ ପାତ୍ର, ଜୟରାମ ପାଙ୍ଗୀ, ଖ୍ରୀଷ୍ଟୋଫର ତିଲକ, ମହମ୍ମଦ ଶହନଓ୍ବାଜ ଚୌଧୁରୀ ରହିଛନ୍ତି ।

  • PrameyaOdia
  • prameya
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.