ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦିଗପହଣ୍ଡିରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ, ସାକା ସୁଜିତ କୁମାର ହେଲେ ପ୍ରାର୍ଥୀ

 ଭୁବନେଶ୍ବର,୨୪।୪ :  ଦିଗପହଣ୍ଡିରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ । ସାକା ସୁଜିତ କୁମାର ହେଲେ ଦିଗପହଣ୍ଡି  ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ। ଏକ୍ସ ଜରିଆରେ ପିସିସି ପକ୍ଷରୁ ଏ ନେଇ  ସୂଚନା ଦିଆଯାଇଛି। ପୂର୍ବରୁ  ଶ୍ରୀଧର ଦେବଙ୍କୁ କଂଗ୍ରେସ ଦିଗପହଣ୍ଡିରୁ  ପ୍ରାର୍ଥୀ କରିଥିଲା।

 ସୂଚନାଯୋଗ୍ୟ ଯେ ଦିଗପହଣ୍ଡି ବିଧାନସଭା ଆସନରୁ ବିଜେଡିରୁ ବିପ୍ଲବ ପାତ୍ର  ଓ ବିଜେପିରୁ  ପୂର୍ବତନ ସାଂସଦ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି। ବିପ୍ଲବ ହେଉଛନ୍ତି  ବରିଷ୍ଠ ନେତା ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ପୁଅ। ସେ ପ୍ରଥମ ଥର ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେହିପରି ସିଦ୍ଧାନ୍ତ ୨ ଥର ବ୍ରହ୍ମପୁର ସାଂସଦ ହୋଇଥିବା ବେଳେ ଚଳିତ ନିର୍ବାଚନରେ ବିଧାୟକ  ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଛନ୍ତି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.