ପ୍ରମୁଖ ଖବର
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଦିଗପହଣ୍ଡିରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ, ସାକା ସୁଜିତ କୁମାର ହେଲେ ପ୍ରାର୍ଥୀ

 ଭୁବନେଶ୍ବର,୨୪।୪ :  ଦିଗପହଣ୍ଡିରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ । ସାକା ସୁଜିତ କୁମାର ହେଲେ ଦିଗପହଣ୍ଡି  ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ। ଏକ୍ସ ଜରିଆରେ ପିସିସି ପକ୍ଷରୁ ଏ ନେଇ  ସୂଚନା ଦିଆଯାଇଛି। ପୂର୍ବରୁ  ଶ୍ରୀଧର ଦେବଙ୍କୁ କଂଗ୍ରେସ ଦିଗପହଣ୍ଡିରୁ  ପ୍ରାର୍ଥୀ କରିଥିଲା।

 ସୂଚନାଯୋଗ୍ୟ ଯେ ଦିଗପହଣ୍ଡି ବିଧାନସଭା ଆସନରୁ ବିଜେଡିରୁ ବିପ୍ଲବ ପାତ୍ର  ଓ ବିଜେପିରୁ  ପୂର୍ବତନ ସାଂସଦ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି। ବିପ୍ଲବ ହେଉଛନ୍ତି  ବରିଷ୍ଠ ନେତା ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ପୁଅ। ସେ ପ୍ରଥମ ଥର ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେହିପରି ସିଦ୍ଧାନ୍ତ ୨ ଥର ବ୍ରହ୍ମପୁର ସାଂସଦ ହୋଇଥିବା ବେଳେ ଚଳିତ ନିର୍ବାଚନରେ ବିଧାୟକ  ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଛନ୍ତି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.