ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଭାରତୀୟ ସେନା ସମ୍ମାନରେ କଂଗ୍ରେସର "ଜୟ ହିନ୍ଦ୍" ସଭା, ଯୋଗ ଦେଲେ ସାଂସଦ ଦୀପେନ୍ଦ୍ର ସିଂହ ହୁଡ଼ା

Published By : Rasmita Pradhan | May 29, 2025 12:53 PM

ଭୁବନେଶ୍ଵର, ୨୯/୦୫ : କଂଗ୍ରେସ ଭବନ ସାମ୍ନା ମାଷ୍ଟରକ୍ୟାଣ୍ଟିନ ଛକରେ ଭାରତୀୟ ସେନାକୁ ସମ୍ମାନ ଜଣାଇ "ଜୟ ହିନ୍ଦ୍" ସଭା ଅନୁଷ୍ଠିତ ହୋଇଛି। ପିସିସି ସଭାପତି ଭକ୍ତଚରଣ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହରିୟାଣା ରୋହତ୍ତକର ସାଂସଦ ଦୀପେନ୍ଦ୍ର ସିଂହ ହୁଡା ଅତିଥି ଭାବେ ଯୋଗ ଦେଇଛନ୍ତି। ଏହି ଅବସରରେ ଦିପେନ୍ଦ୍ର ସିଂହ ହୁଡ଼ା, ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲୁ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଶରତ ପଟ୍ଟନାୟକ ପ୍ରମୁଖ ସେନାର ଅବସରପ୍ରାପ୍ତ ଅଧିକାରୀଙ୍କୁ ସମ୍ମାନିତ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ରାମଚନ୍ଦ୍ର ଖୁଣ୍ଟିଆ, ପିସିସି ଉପସଭାପତି ତାରାପ୍ରସାଦ ବାହିନୀପତି, ସସ୍ମିତା ବେହେରା ପ୍ରମୁଖ ବକ୍ତବ୍ୟ ରଖିଥିଲେ। ପୂର୍ବତନ ବାଙ୍କୀ ବିଧାୟକ ଦେବାଶିଷ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କାରିଥିଲେ। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.