ପ୍ରମୂଖ ଖବର
  • ଏସ୍ଆଇଆର ଲାଗି ନିର୍ବାଚନ ଆୟୋଗଙ୍କୁ ୨ ବର୍ଷ ସମୟ ମାଗିଲେ ପଶ୍ଚିମବଙ୍ଗ ସରକାର
  • ||
  • ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଙ୍କବିଜାରେ ବାଣ୍ଟିବେ ସୁଭଦ୍ରା କିସ୍ତି ଟଙ୍କା
  • ||
  • ଅଶାନ୍ତ ଶ୍ରୀକ୍ଷେତ୍ର, ପୂର୍ବ ଶତ୍ରୁତାରୁ ପୁରୀରେ ବୋମାମାଡ଼
  • ||
  • ଭୁବନେଶ୍ୱର : ଶ୍ୱଶୁର ଘରୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଗଞ୍ଜାମ : ସ୍କୁଟି କଣ୍ଟେନରରେ ଅଗ୍ନିକାଣ୍ଡ, ଜଳିଗଲା ୧୦୦ ସ୍କୁଟି
  • ||
  • ଭୁବନେଶ୍ଵର : ରାଜ୍ୟରେ ବର୍ଦ୍ଧିତ ଅପରାଧକୁ ନେଇ କ୍ଷୁବ୍ଧ ମୁଖ୍ୟମନ୍ତ୍ରୀ, ଡାକିଲେ ଜରୁରୀ ବୈଠକ
  • ||
  • ପଟ୍ଟାମୁଣ୍ଡାଇ ଯୁବତୀ ଜୀଅନ୍ତା ଜଳିଯିବା ମାମଲା : ବ୍ଲାକମେଲର ପୁରୁଷ ବନ୍ଧୁ ଅଟକ, ଚେନ୍ନାଇରୁ ଓଡ଼ିଶା ଆଣୁଛି ପୁଲିସ
  • ||
  • ଶୁକ୍ରବାର ରାଜ୍ୟବ୍ୟାପୀ କଂଗ୍ରେସ ପାଳିବ ବିଶ୍ୱ ଆଦିବାସୀ ଦିବସ, ରବିବାର କଂଗ୍ରେସ ଭବନରେ ହେବ ସଭା
  • ||
  • ଓଟିଇଟି ଲିକ୍‌ କେଳେଙ୍କାରୀର ଖୋଲିବ ଗୁମର, ରିମାଣ୍ଡରେ ଆସିବେ ଜିତନ୍, ବିଜୟ,ସୋମବାରଠୁ ଚାଲିବ ଜେରା
  • ||
  • ଭାରତ ସହିତ ବାଣିଜ୍ୟ ଆଲୋଚନାକୁ ଟ୍ରମ୍ପଙ୍କ ପ୍ରତ୍ୟାଖ୍ୟାନ, କହିଲେ ଟାରିଫ୍ ବିବାଦର ସମାଧାନ ନହେବା ଯାଏ କିଛି ହେବନି
  • ||
  • ଅସ୍ତବ୍ୟସ୍ତ କରୁଛି ଗରମ ସାଙ୍ଗକୁ ଗୁଳୁଗୁଳି: ୧୩ ତାରିଖରେ ଲଘୁଚାପ, ୨୦ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା
  • ||
  • ପାଞ୍ଚ ଦିନରେ ପାଞ୍ଚ ଜିଲ୍ଲା ବୁଲିବେ ଉପମୁଖ୍ୟମନ୍ତ୍ରୀ, ଆଜି କୋଟିଆରେ ‘ସୁଭଦ୍ରା’ ସମୀକ୍ଷା କରିବେ
  • ||
  • ବଲାଙ୍ଗୀର : ନାଳକୁ ଖସିଲା ବାଇକ୍‌; ଜଣେ ମୃତ, ୨ ଗୁରୁତର
  • ||

ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଗର୍ଜିଲା କଂଗ୍ରେସ; କଟକ ଡିଜି ଅଫିସ ସମ୍ମୁଖରେ ପ୍ରତିବାଦ

Published By : Rasmita Pradhan | August 8, 2025 1:56 PM

କଟକ, ୦୮/୦୮: ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଓ ତିନି ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ କଟକ ସ୍ଥିତ ଡିଜି ଅଫିସ ସମ୍ମୁଖରେ ପ୍ରତିବାଦ କରାଯାଇଛି । ରାଜ୍ୟ ସଭାପତି ଭକ୍ତ ଦାସଙ୍କ ନେତୃତ୍ଵରେ ଏହି ପ୍ରତିବାଦ ସଭା କରାଯାଇଛି। ଏଥିରେ ରାଜ୍ୟ କଂଗ୍ରେସର ବିଧାୟକ, ପୂର୍ବତନ ବିଧାୟକ, ପୂର୍ବତନ ରାଜ୍ୟ ସଭାପତି ଓ ବହୁ ଛାମୁଆ ନେତା ସାମିଲ ହୋଇଛନ୍ତି । ପୁଲିସର କାର୍ଯ୍ୟଦକ୍ଷତାକୁ ନିନ୍ଦା କରିଛନ୍ତି ।  

ରାଜ୍ୟରେ ଏବେ ମହିଳା ବିରୋଧୀ ହିଂସା ବଢି ଚାଲିଛି। ଏଥିପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରି କଂଗ୍ରେସ ବିଶୋଦଗାର କରିଛି। କଂଗ୍ରେସର ୧୧ ଜଣ ମହିଳା ପ୍ରତିନିଧି ଦଳ ଡିଜିପିଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି । ତେବେ କଂଗ୍ରେସ ଶାନ୍ତିପୂର୍ଣ୍ଣ ଉପାୟରେ ପ୍ରତିବାଦ ସଭା କରିଛି। ଏନେଇ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।    

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.