ପ୍ରମୂଖ ଖବର
  • ବାସୁଦେବପୁର : ଖେଳୁଥିବା ବେଳେ ପୋଖରୀରେ ପଡି ଦୁଇ ଭଉଣୀ ମୃତ
  • ||
  • ଭୁବନେଶ୍ୱର : ଜନତା ମଇଦାନରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ, ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
  • ||
  • ରାଉରକେଲା : ୨ କାର୍‌ ସହ ବିପୁଳ ନକଲି ବିଦେଶୀ ମଦ ଜବତ, ଦୁଇ ମାଫିଆ ସହ ଚାଲାଣକାରୀ ଗିରଫ
  • ||
  • ରାଉରକେଲା : ଲଗାଣ ବର୍ଷାରେ ବେହାଲ ଇସ୍ପାତ ସହର, ଘରେ ଘରେ ପଶିଲା ପାଣି
  • ||
  • କନ୍ଧମାଳ : ସରକାରୀ ଟଙ୍କା ଆତ୍ମସାତ କରିବା ପଡ଼ିଲା ମହଙ୍ଗା, ପୂର୍ବତନ ପିଇଓ ଅକ୍ରୁର ମାଝୀ ଗିରଫ
  • ||
  • କେନ୍ଦୁଝର : ଘର ଭାଙ୍ଗି ପରିବା ଚାଷ ନଷ୍ଟ କଲେ ହାତୀ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଜାପାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ
  • ||
  • ଶୁକ୍ରବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ଆଜି ହେବ କାରକେଡ୍‌ ରିହର୍ସାଲ, ଜଗିବେ ୧୩୩ ପ୍ଲାଟୁନ୍‌ ଫୋର୍ସ
  • ||
  • ଅପରେସନ୍ ସିନ୍ଧୁ: ଇରାନରୁ ସ୍ବଦେଶ ଫେରିଲେ ୧୧୦ ଜଣ ଭାରତୀୟ, ଆର୍ମେନିଆ ଦେଇ ସୁରକ୍ଷିତ ଭାବରେ ଫେରିଲେ
  • ||
  • ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ୍, ୨୦ରୁ ଅଧିକ ସ୍ଥାନରେ ଚଢାଉ
  • ||
  • ଘନୀଭୂତ ହେଉଛି ଲଘୁଚାପ: ଆଜି ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, କାଲି ୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ରାଜନ ଏକ୍କାଙ୍କ ନେତୃତ୍ୱରେ କଂଗ୍ରେସର ଟିମ୍ ଗଲା ଯାଜପୁର

Published By : Gurupada Nath | June 19, 2025 4:31 PM

ଭୁବନେଶ୍ୱର,୧୯/୬ : ବିଧାୟକ ଡାକ୍ତର ରାଜନ ଏକ୍କାଙ୍କ ନେତୃତ୍ୱରେ ଏକ ୧୨ଜଣିଆ ଟିମ୍ ଯାଜପୁର ଏବଂ ଭଦ୍ରକ ଜିଲ୍ଲା ଗସ୍ତ କରିଛି । ଏହି ଟିମ୍ ଗସ୍ତ ସମୟରେ ଜିଲ୍ଲାର ସ୍ଥିତି ସହ ଜନତାଙ୍କ ସହ ଆଲୋଚନା କରିବ । ସେହିଭଳି ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ନେତୃତ୍ୱରେ କଂଗ୍ରେସର ଏକ ଟିମ୍ କେନ୍ଦୁଝର ଗସ୍ତ କରିବ। ଗୋପାଳପୁର ଘଟଣାରେ ଅନୁଧ୍ୟାନ କରିବାକୁ ମଧ୍ୟ କଂଗ୍ରେସର ଏକ ଟିମ୍ ଗସ୍ତ କରିଛି ବୋଲି ପିସିସି ସଭାପତି ଭକ୍ତଚରଣ ଦାସ କହିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.