ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ

Published By : Harapriya Sethi | January 17, 2025 8:52 AM

ଦିଗପହଣ୍ଡି,୧୭/୦୧: ଦିଗପହଣ୍ଡି ଲାଡ଼ି ଗାଁ ଛକ ନିକଟରେ ଦୁର୍ଘଟଣା ।ଦ୍ରୁତଗତିରେ ଆସି ଓଲଟି ପଡ଼ିଲା କଣ୍ଟେନର । ଅଳ୍ପକେ ପଞ୍ଚିଗଲା ବହୁ ଜୀବନ । କଣ୍ଟେନର ଡ୍ରାଇଭରକୁ ଗିରଫ କରିଲା ପୋଲିସ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଲାଡି ଗାଁ ଛକ ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ବ୍ରହ୍ମପୁରରୁ ଦିଗପହଣ୍ଡି ଅଭିମୁଖେ ଏକ କଣ୍ଟେନର ଦ୍ରୁତଗତିରେ ଆସୁଥିଲା । ଏହି ସମୟରେ ଦିଗପହଣ୍ଡି ଲାଡି ଗାଁ ଛକ ନିକଟରେ କଣ୍ଟେନରଟି ଓଲଟି ପଡ଼ିଥିଲା । ଫଳରେ ଟ୍ରକ୍‌ଟି ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ହେଲେ ସୌଭାଗ୍ୟବଶତଃ ବହୁ ସଂଖ୍ୟକ ଲୋକେ ଏହି ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଥିଲେ । ଦୁର୍ଘଟଣା ଘଟିଥିବାର ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି କଣ୍ଟେନରର ଡ୍ରାଇଭରକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ପୋଲିସ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.