PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଲାୟମ ସିଂହ ଯାଦବ ICUରେ ଭର୍ତ୍ତି ,ଅଖିଳେଶ ଓ ଅପର୍ଣ୍ଣା ଯାଦବଙ୍କ ତୁରନ୍ତ ଦିଲ୍ଲୀ ଯାତ୍ରା
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩୧ ପଜିଟିଭ୍ ଚିହ୍ନଟ
  • ||
  • କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍, ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା
  • ||
  • କେନ୍ଦୁଝର : ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ, ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା
  • ||
  • କୋରାପୁଟ : ବିଜୁଳି ଘଡ଼ଘଡ଼ିରେ ଭୁଶୁଡ଼ିଲା କୋରାପୁଟର ଜେଇଏଲ୍ ଚର୍ଚ୍ଚ
  • ||
  • ବ୍ରହ୍ମପୁର : କାର୍‌ରୁ ୩ କେ.ଜି ସୁନା ଏବଂ ୧୭ କେ.ଜି ରୂପା ଜବତ, ୩ ଅଟକ
  • ||

ଭଦ୍ରକ: ରାସ୍ତା ମଝିରେ ଜଳିଗଲା କଣ୍ଟେନର

ଭଦ୍ରକ ୧୬ ୮  ରାଜପଥରେ ଜଳିଗଲା କଣ୍ଟେନର  । ତେବେ କଣ୍ଟେନରର ଡ୍ରାଇଭର ଓ ହେଲପର ସୁରକ୍ଷିତ ଅଛନ୍ତି । ୧୬ ନମ୍ବର ଜାତୀୟ ରାଜପଥ ସାହାପୁର ଛକରେ ଘଟିଗଲା ଏହି ଅଘଟଣ । ଗାଡିଟି ବାଲେଶ୍ୱର ଆଡକୁ ଯାଉଥିବା ବେଳେ ହଠାତ ନିଆଁ ଲାଗିଯାଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ କଣ୍ଟେନରରେ ନିଆଁ ଲାଗିବାରୁ ଡ୍ରାଇଭର ଓ ହେଲପର ବାହାରି ଯାଇଥିଲେ । ଏହାପରେ ଭଦ୍ରକ ଅଗ୍ନିଶମବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା । ତେବେ ଏହି ସମୟ ମଧ୍ୟରେ ଉଭୟ ପାର୍ଶ୍ୱରେ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା ।