ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ନିର୍ମାଣାଧିନ ସିଡ଼ି ଘରର କାନ୍ଥ ଭୁଶୁଡ଼ି ଦମ୍ପତି ଗୁରୁତର

Published By : Rasmita Pradhan | June 6, 2025 3:15 PM

ଜହ୍ନାପଙ୍କ, ୬/୬ : ବୌଦ୍ଧ ଥାନା ବଘିଆପଡା ଗ୍ରାମରେ ଅଭାବନୀୟ ଘଟଣା। ନିର୍ମାଣାଧୀନ ସିଡ଼ି ଘରର କାନ୍ଥ ଭୁଶୁଡ଼ି ସ୍ଵାମୀ-ସ୍ତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ବଘିଆପଡା ଗ୍ରାମର ସନତ ପ୍ରଧାନ ଓ ତାଙ୍କ ପତ୍ନୀ ମଞ୍ଜୁଲତା ପ୍ରଧାନ ନିର୍ମାଣାଧିନ ଘରର ସିଡ଼ି କାନ୍ଥରେ ପାଣି ଦେଉଥିବା ବେଳେ ଗୁରୁବାର ଇଟା ଯାଡ଼ାଯାଇଥିବା କାନ୍ଥ ଭୁଶୁଡ଼ି ପଡିଥିଲା। ଉଭୟ ସ୍ଵାମୀ-ସ୍ତ୍ରୀଙ୍କ ଉପରେ ଇଟା କାନ୍ଥ ଭୁଶୁଡ଼ି ପଡିଥିଲା। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ଗ୍ରାମବାସୀଙ୍କ ସହାୟତାରେ ପରିବାର ଲୋକେ ସେମାନଙ୍କୁ ଉଦ୍ଧାର କରି ଆମ୍ଵୁଲାନ୍ସ ଯୋଗେ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମଞ୍ଜୁଲତାଙ୍କ ଗୋଡ ଭାଙ୍ଗି ଯାଇଥିବା ବେଳେ ସନତ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.