PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ଝାଡ଼ଖଣ୍ଡ କ୍ରିକେଟ ଆସୋସିଏଶନର ପୂର୍ବତନ ଅଧ୍ୟକ୍ଷ ଅମିତାଭ ଚୌଧୁରୀଙ୍କ ହୃଦଘାତରେ ନିଧନ

ରାଞ୍ଚି, ୧୬/୮ :  ଝାଡ଼ଖଣ୍ଡ କ୍ରିକେଟ ଆସୋସିଏଶନରୁ ବଡ଼ ଖବର ଏବେ ସାମ୍ନାକୁ ଆସୁଛି । ପୂର୍ବତନ ଅଧ୍ୟକ୍ଷ ଅମିତାଭ ଚୌଧୁରୀଙ୍କ ହୃଦଘାତରେ ମଙ୍ଗଳବାର ସକାଳରେ ନିଧନ ହୋଇଛି । ସେ ବିସିସିଆଇରେ ମଧ୍ୟ କେତେକ ଗୁରୁତ୍ବପୂର୍ଣ୍ଣ ପଦବୀରେ ରହି ସାରିଥିଲେ ।

୨୦୦୫ରେ ଝାଡ଼ଖଣ୍ଡ ରାଜ୍ୟ କ୍ରିକଟ ଆସେସିଏଶନର ଅଧ୍ୟକ୍ଷ ହୋଇଥିଲେ । ପରେ ୨୦୦୫ରୁ ୨୦୦୯ପର୍ଯ୍ୟନ୍ତ ଟିମ୍ ଇଣ୍ଡିଆର ମ୍ୟାନେଜର ଥିଲେ । ୨୦୧୩ରେ ସେ ଆଇପିଏସର ଚାକିରିରୁ ବିଆରଏସ ନେଇ ରାଜନୀତିରେ ପାଦ ରଖିଥିଲେ । ଅମିତାଭ ଚୌଧୁରୀଙ୍କ ନିଧନରେ ଝାଡ଼ଖଣ୍ଡର ସିଏମ ହେମନ୍ତ ସୋରେନ ବି ଦୁଃଖ ପ୍ରକାଶ କରିଛନ୍ତି ।

ସମ୍ବନ୍ଧିତ ଖବର