ପ୍ରମୂଖ ଖବର
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପାରାଦୀପର ବିଭିନ୍ନ ସ୍ଥାନରେ କ୍ରାଇମବ୍ରାଞ୍ଚର ଚଢାଉ: ଟନ୍‌ ଟନ୍‌ କୋଇଲା ଜବତ, ଜଣେ ଗିରଫ

Published By : Harapriya Sethi | February 15, 2025 10:13 AM

ଭୁବନେଶ୍ୱର, ୧୫/୦୨: ପାରାଦୀପରେ ଲମ୍ବିଛି ଚୋରା କୋଇଲା ବ୍ୟବସାୟର ଚେର । ଟ୍ରେନ୍‌ ଯୋଗେ ବିଭିନ୍ନ କମ୍ପାନୀକୁ ଯାଉଥିବା ବେଳେ ଅଧା ବାଟରେ କୋଇଲା କାଢି ବିକ୍ରି କରୁଛନ୍ତି ଦୁର୍ବୃତ୍ତ । ଏହି ଘଟଣାରେ ଜଣକୁ ଗିରଫ କରି ଏକ ବାଇକ୍‌ ସହ ଟନ୍‌ ଟନ୍‌ କୋଇଲା ଜବତ କରିଛି କ୍ରାଇମବ୍ରାଞ୍ଚ । ଜଗତସିଂହପୁର ଜିଲ୍ଲା ପାରାଦୀପ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି  ।

ସୂଚନା ମୁତାବକ, ଗତ ଦୁଇ ରାତିରେ ପାରାଦ୍ଵୀପ ସିଜୁ ରେଲୱେ ଷ୍ଟେସନ ନିକଟରେ କିଛି ବ୍ୟକ୍ତି କୋଇଲା କାଢି ଥିବା ନେଇ ପୋଲିସ ଖବର ପାଇଥିଲା । ଖବର ପାଇ ରେଲୱେ ସୁରକ୍ଷା ବଳ ସେଠାରେ ପହଞ୍ଚି ପାଖାପାଖି ୫ ଟନ୍ ର କୋଇଲା ଉଦ୍ଧାର କରିଥିବା ବେଳେ ଗୋଟିଏ ବାଇକ୍ ଜବତ କରିଥିଲେ । ଘଟଣାର ତଦନ୍ତ ରେଲୱେ କ୍ରାଇମବ୍ରାଞ୍ଚ ନିଜ ହାତକୁ ନେଇ ପାରାଦୀପରେ ଚଢ଼ାଉ କରିଥିଲା। କୋଇଲା ଚୋରି ରାକେଟର ଜଣଙ୍କୁ ଗିରଫ କରିବା ପରେ ବିଳମ୍ବିତ ରାତିରେ ପାରାଦୀପର ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଥିଲା। ଏଥିରେ ସମ୍ପୃକ୍ତ ଅନ୍ୟ ବ୍ୟକ୍ତି ମାନେ ଫେରାର ହୋଇଯାଇଥିବା ବେଳେ, ଦୋଛକି ନିକଟ ଏକ ପାଲ ଘେରା ଘରୁ ୩୦ ଟନ୍ ଚୋରା କୋଇଲା ଓ ତେଲ ଜବତ କରିଥିଲା କ୍ରାଇମବ୍ରାଞ୍ଚ । ଏହି ଘଟଣାରେ ପୋଲିସ ସହାୟତାରେ କ୍ରାଇମବ୍ରାଞ୍ଚ ଟିମ୍ ପାରାଦୀପ ଅଠରବାଙ୍କି ନିକଟ କଲୋନୀରୁ ବିପୁଳ ପରିମାଣର ରୋଚା କୋଇଲା ଜବତ କରାଯାଇଛି। ଏହି ମୁଲ୍ୟବାନ କୋଇଲା ଗୁଡିକୁ ଚୋରି କରାଯାଇ କଲୋନୀର ବିଭିନ୍ନ ସ୍ଥାନରେ ରଖାଯାଇ ପରେ ଟ୍ରକ୍ ଯୋଗେ ବାହାର ଜିଲ୍ଲାରେ ବିକ୍ରି କରାଯାଏ । ଜବତ କୋଇଲାକୁ ବନ୍ଦର ସିଆଇଏସ‌ଫ ଓ କ୍ରାଇମବ୍ରାଞ୍ଚ ଉପସ୍ଥିତିରେ ମୂଲ୍ୟ ଆକଳନ କରାଯିବ ବୋଲି ସୂଚନା ମିଳିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.