ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ

Published By : Suraj Kumar | November 24, 2024 10:16 PM

ଭୁବନେଶ୍ବର,୨୪।୧୧ : ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ  ଘଟଣାର କ୍ରାଇମବ୍ରାଞ୍ଚ କରିବ ତଦନ୍ତ ।  କ୍ରାଇମବ୍ରାଞ୍ଚ ଡିଏସପିଙ୍କ ନେତୃତ୍ବରେ ହେବ ତଦନ୍ତ। ଏହି ଘଟଣାକୁ ନେଇ ପୂର୍ବରୁ ଯାଜପୁର ସଦର ଥାନାରେ ମାମଲା ରୁଜୁ ହୋଇଛି।

 ସୂଚନାଯୋଗ୍ୟ ଯେ ବିରଜା ହାଟକୁ ନେଇ ରାସ୍ତାରୋକ ହୋଇଥିଲା। ଏହି ସମୟରେ  ଧର୍ମଶାଳା ବିଧାୟକ ଯାଉଥିବା ବେଳେ ତାଙ୍କୁ ଆକ୍ରମଣ  କରାଯାଇଥିଲା। ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରାଯାଇଥିଲା। ଏ ନେଇ ଯାଜପୁର ସଦର ଥାନାରେ ବିଧାୟକଙ୍କ ଅଭିଯୋଗ କ୍ରମେ ମାମଲା ରୁଜୁ ହୋଇଥିଲା। ଏହି ଘଟଣାରେ ପୋଲିସ  ତଦନ୍ତ କରି ୧୪ ଜଣଙ୍କୁ ଗିରଫ କରିଛି। ଏପରିକି ଡିଆଇଜି ଡ. ସତ୍ୟଜିତ ନାୟକ ଯାଜପୁରରେ ପହଞ୍ଚି ତଦନ୍ତ ମଧ୍ୟ କରିଥିଲେ। ସେହିପରି ଯାଜପୁର ସହରରେ ଆଇନ୍‌ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୋଟ୍‌ ୨୮ ପ୍ଲାଟୁନ୍‌ ପୁଲିସ ଫୋର୍ସ ନିୟୋଜିତ କରାଯାଇଛି । ବର୍ତ୍ତମାନ ଏହି ଘଟଣାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦେଶ ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.