PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଆସାମ ବନ୍ୟା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଫିଲ୍ମ ନିର୍ମାତା କରନ ଜୋହର, ରିଲିଫ ପାଣ୍ଠିକୁ ଦେଲେ ୧୧ଲକ୍ଷ
  • ||
  • ଭୁବନେଶ୍ବର : କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍, ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଲେ ନିବେଦନ
  • ||
  • କଟକ : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଚଳିତ ବର୍ଷ ପାସ ହାର ୯୦.୫୫
  • ||
  • ନିଶ୍ଚିନ୍ତକୋଇଲି : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ ପାରିବାରିକ କଳହରୁ ମା’କୁ ହତ୍ୟା କରିଛି ପୁଅ
  • ||
  • ଆନନ୍ଦପୁର : ଶାଳବଣୀ ଛକ ନିକଟରେ ଟାୟାର ଫାଟିଯିବାରୁ ପୋଲିସ ହାବୁଡରେ ଧରାପଡିଲା ବେଆଇନ ଗୋ-ଚାଲାଣ ଟ୍ରକ, ଜବତ କଲା ଆନନ୍ଦପୁର ପୋଲିସ
  • ||
  • ଭୁବନେଶ୍ୱର : ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ଘଟଣା, ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି
  • ||
  • ରାଉରକେଲା : ରାଉରକେଲାରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାୟଗଡ଼ା : ଚାନ୍ଦିଲି ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ହାତୀଖମ୍ବ ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩୦ ଆହତ
  • ||

ରେଢାଖୋଲ: ବନ୍ଧୁକରୁ ଗୁଳି ଫୁଟି ଯବାନଙ୍କ ମୃତ୍ଯୁ

ରେଢାଖୋଲ ୪/୬: ଯୁଯୁମରା ସିଆରପିଏଫ୍ କ୍ଯାମ୍ପରେ ଏକ ଅଘଟଣ ଘଟିଯାଇଛି । ବନ୍ଧୁକରୁ ଗୁଳି ଫୁଟି ଜଣେ ସିଆରପିଏଫ୍ ଯବାନଙ୍କ ମୃତ୍ଯୁ ହୋଇଛି । ମଙ୍ଗଳବାର ଯୁଯୁମରା କ୍ୟାମ୍ପରେ ପଞ୍ଜାବର ବୁଟା ସିଂହଙ୍କ ମୃତ୍ଯୁ ଘଟିଛି । ବୁଟା ସିଂହଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲ ନିଆଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଯବାନଙ୍କ ମୁଣ୍ଡରେ ଗୁଳିବାଜିଥିଲା । ତେବେ ସୂଚନା ଅନୁସାରେ ବନ୍ଧୁକ ସଫା କରୁଥିବାବେଳେ ଅସାବଧାନତା ଯୋଗୁଁ ଗୁଳି ବାଜିଥିଲା ।

ସମ୍ବନ୍ଧିତ ଖବର