ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବାଲେଶ୍ୱରରେ ବସ୍ତି ଉଚ୍ଛେଦ ପାଇଁ କର୍ଫ୍ୟୁ ଜାରି, ରବିବାର ରାତି ୧୦ ଯାଏ କଟକଣା ଲାଗୁ

Published By : Harapriya Sethi | January 11, 2025 8:56 AM

ବାଲେଶ୍ୱର,୧୧/୦୧: ବାଲେଶ୍ୱରରେ ବସ୍ତି ଉଚ୍ଛେଦ ପାଇଁ ଲାଗୁ ହେଲା କର୍ଫ୍ୟୁ । ରେଳ ଲାଇନ୍ ସମ୍ପ୍ରସାରଣ ପାଇଁ ଅରଡ଼ ବଜାର ଠାରୁ ପରିବା ମାର୍କେଟ ଯାଏ କର୍ଫ୍ୟୁ ଜାରି କରାଯାଇଛି । ଏହି କର୍ଫ୍ୟୁ ପାଇଁ ଆସନ୍ତା କାଲି ଅର୍ଥାତ ଜାନୁଆରୀ ୧୨ ତାରଖ ରାତି ୧୦ ଟା ପର୍ଯ୍ୟନ୍ତ କଟକଣା ଲାଗୁ ରହିବ ।

ସୂଚନା ମୁତାବକ, ବାଲେଶ୍ୱରରେ ରେଳ ଲାଇନ୍ ସମ୍ପ୍ରସାରଣ କରିବା ପାଇଁ ଚାଲିଛି ପ୍ରସ୍ତୁତି । ସେଥିପାଇଁ ରେଳ ଲାଇନ୍‌ ନିଟକରେ ଥିବା ବସ୍ତିକୁ ଉଚ୍ଛେଦ କରାଯାଉଛି । ଏହି କାରଣରୁ ବାଲେଶ୍ୱରର ଅରଡ଼ ବଜାର ଠାରୁ ପରିବା ମାର୍କେଟ ପର୍ଯ୍ୟନ୍ତ ସମସ୍ତ ଅଞ୍ଚଳରେ କର୍ଫ୍ୟୁ ଲାଗୁ କରାଯାଇଛି । ଏହି କର୍ଫ୍ୟୁ ପାଇଁ ଆସନ୍ତା କାଲି ରାତି ୧୦ ଟା ପର୍ଯ୍ୟନ୍ତ କଟକଣା ଲାଗୁ ରହିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.