ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଆକର୍ଷଣୀୟ ହେବ କଟକ ବାଲିଯାତ୍ରା : ଦେଖିବାକୁ ମିଳିବ ଡ୍ରୋନ୍ ଶୋ’ ଏବଂ ଲେଜର ଶୋ’ ସହ ବଲିଉଡ ନାଇଟ୍

Published By : Suraj Kumar | October 16, 2024 9:51 PM

କଟକ, ୧୬।୧୦ :  ଏଥର ଅଧିକ ଆକର୍ଷଣୀୟ ହେବ କଟକର ଐତିହାସିକ ବାଲିଯାତ୍ରା। ଆସନ୍ତା ୧୫ ତାରିଖରୁ ବାଲିଯାତ୍ରା ଆରମ୍ଭ ହେବ।  ମଙ୍ଗଳବାର ଠାରୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଚଳିତବର୍ଷ ମୋଟ୍ ୧୨୦୦ ପ୍ଲଟ୍ ଆବଣ୍ଟନ ହେବାକୁ ଥିବା ବେଳେ ବାଲିଯାତ୍ରା ଉତ୍ସବ ପାଇଁ ଇଣ୍ଟିଗ୍ରେଟେଡ଼ ଟେଣ୍ଡର ବ୍ୟବସ୍ଥା କରାଯାଇଛି। ଆସନ୍ତା ୨୯ ତାରିଖରୁ ଏଥିପାଇଁ ଆରମ୍ଭ ହେବ ପ୍ଲଟ୍ ନିଲାମ ପ୍ରକ୍ରିୟା। 

ଏହା ସହ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଚଳିତବର୍ଷ କଟକ-ଇନ୍-କଟକ ପ୍ୟାଭିଲିଅନରେ ଓଡିଆ ଅସ୍ମିତା ଏବଂ ଓଡିଆ ସିନେମାର ଥିମ୍ ପ୍ରଦର୍ଶିତ ହେବ। ଏହା ସହ ସାଂସ୍କୃତିକ କାର୍ଯ୍ୟକ୍ରମରେ ବଲିଉଡ୍ କଳାକାର ସୋନୁ ନିଗମ୍, ସୁରେଶ ଓ୍ବାଡେକର, ଅନୁପ ଜଲୋଟା ଏବଂ ପିୟୁଷ ମିଶ୍ରଙ୍କ ସହ ଓଲିଉଡ କଳାକାରମାନେ ମଧ୍ଯ ସଂଗୀତ ପରିବେଷଣ କରିବେ। ବାଲିଯାତ୍ରାର ଐତିହ୍ୟ ଏବଂ ଅସ୍ମିତାକୁ ନେଇ ପ୍ରଥମ ଥର ପାଇଁ ୫୦୦ ଡ୍ରୋନ୍ ମାଧ୍ୟମରେ ଡ୍ରୋନ୍ ସୋ ଏବଂ ଲେଜର ସୋ ହେବ। ଏହା ସହ ଚଳିତବର୍ଷ ପାର୍କିଂ ଫି କମିବ । ପାର୍କିଂ ବ୍ୟବସ୍ଥାକୁ ଅଧିକ  କରାଯିବା ସହ ଜିଲ୍ଲା ପ୍ରଶାସନ ନିଜେ ପାର୍କିଂ ରସିଦ୍ ପ୍ରଦାନ କରିବ ବୋଲି ଜିଲ୍ଲାପାଳ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.