PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

କଟକ ଏସସିବିରୁ ପିଲା ଚୋରି ଘଟଣା, ଜଣେ ମହିଳାଙ୍କ ସମେତ ୨ ଅଟକ

କଟକ, ୨୭/୦୯ : କଟକ ଏସସିବିରୁ ପିଲା ଚୋରି ଘଟଣା। ପିଲା ଚୋରି କରୁଥିବା ମହିଳାଙ୍କ ସମେତ ୨ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ। କିଭଳି ଓ କେଉଁ ପରିସ୍ଥିତିରେ ପିଲା ଚୋରି ହେଲା ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରୁଛି ପୋଲିସ। ଏନେଇ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ଡିସିପି ପିନାକ ମିଶ୍ର।

ପିଲା ଚୋରି କରୁଥିବା ମହିଳା ଜଣଙ୍କ ଦାଖଲ କରିଥିଲା ସମସ୍ତ ଡକ୍ୟୁମେଣ୍ଟ ଫର୍ଜରୀ ବୋଲି ଜଣାପଡିଛି । ତେବେ ଏହି ଫର୍ଜରୀ ଡକ୍ୟୁମେଣ୍ଟ କିଭଳି ପ୍ରସ୍ତୁତ ହେଲା, ପୁରା ଘଟଣାରେ ଆଉ କିଏ କିଏ ସମ୍ପୃକ୍ତ ଅଛନ୍ତି ତାର ଖୋଳତାଡ ଚାଲିଛି । ଘଟଣାରେ ଯାହାର ବି ସମ୍ପୃକ୍ତି ସାମ୍ନାକୁ ଆସିବ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି କହିଛନ୍ତି ।

ସମ୍ବନ୍ଧିତ ଖବର