PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଏମ୍ବାଟୁର : ବେଙ୍ଗାଲୁରରୁ ମାଳଦ୍ୱୀପର ମାଲେ ଯାଉଥିବା ଗୋ ଫାଷ୍ଟ ବିମାନର ଜରୁରୀ ଅବତରଣ, ୯୨ ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ତାତି ଗଲା ଇଞ୍ଜିନ
  • ||
  • ଉଦୟପୁର : ଉଦୟପୁର କହ୍ନୈୟାଲାଲ ହତ୍ୟାକାଣ୍ଡରେ କଥିତ ଷଡ଼ଯନ୍ତ୍ରକାରୀ ମୁସ୍ଲିମ୍ ଖାନକୁ ଗିରଫ କଲା ଏଏନଆଇ
  • ||
  • ଅନନ୍ତନାଗ : ଜମ୍ମୁ-କଶ୍ମୀରର ଅନନ୍ତାଗରେ ପୁଲିସ୍ ଓ ସିଆରପିଏଫ ଯବାନଙ୍କ ମଳିତ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ, ଆହତ ପୋଲିସ କର୍ମୀ ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ଭାରତୀୟ ବାୟୁସେନାର ଏକ ଦଳ ମାଲେସିଆ ଗସ୍ତରେ ଯାଇଛନ୍ତି, ଏହି ଦଳ ଦୁଇଦେଶ ମଧ୍ୟରେ ଦ୍ବିପାକ୍ଷୀକ ଯୁଦ୍ଧାଭ୍ୟାସକୁ ନେଇ ଆୟୋଜିତ କାର୍ଯ୍ୟକ୍ରମ ‘ଉଦାରଶକ୍ତି’ରେ ଭାଗ ନେବେ
  • ||
  • ମୋହନା : ସଂଗଠନ ଛାଡ଼ିଥିବା ମାଓବାଦୀ ପ୍ରଫୁଲ୍ଲ ପରିଚ୍ଛାକୁ ଗିରଫ କଲା ଅଡ଼ବା ପୋଲିସ, ଥାନାରେ ରହିଛି ୭ ମାମଲା
  • ||
  • ବୌଦ୍ଧ : ବୌଦ୍ଧ ୫୭ନଂ ଜାତୀୟ ଖୁଣ୍ଟବନ୍ଧ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ
  • ||
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ବୁଣାକାରଙ୍କ ଋଣ ଛାଡ ନେଇ ଦାବି ପତ୍ର ପ୍ରଦାନ

କଣ୍ଟାବାଞ୍ଜି ୨୯/୬: ବଙ୍ଗୋମୁଣ୍ଡା ଅଞ୍ଚଳର ବୁଣାକାର ମାନଙ୍କ ଋଣ ଛାଡ ଦାବି ନେଇ ସମାଜସେବୀ ତଥା ବଙ୍ଗୋମୁଣ୍ଡା ସରପଞ୍ଚ ଅଜିତ ଯୋଷୀଙ୍କ ନେତୃତ୍ୟରେ ବୁଣାକାରମାନେ ବଙ୍ଗୋମୁଣ୍ଡା ଆଞ୍ଚଳିକ ବ୍ୟାଙ୍କ ଶାଖା ପରିଚାଳକଙ୍କ ଜରିଆରେ ଜିଲ୍ଲା ଆଞ୍ଚଳିକ ଗ୍ରାମ୍ୟ ବ୍ୟାଙ୍କ ଅଧ୍ୟକ୍ଷଙ୍କୁ ଦାବି ପତ୍ର ଦେଇଛନ୍ତି । ସେମାନେ ଦାବି ପତ୍ରରେ ଦର୍ଶାଇଛନ୍ତି ଯେ, ବଙ୍ଗୋମୁଣ୍ଡା ବ୍ଲକ ମରୁଡି, ଦାଦନ ଏବଂ ଶ୍ରମିକ ପ୍ରବଣ ଅଂଚଳ ଭାବେ ବେଶ୍ ଜଣାଶୁଣା । ଗତ ବର୍ଷ ମାନଙ୍କରେ କରୋନା ପ୍ରଭାବ ଏ ଅଞ୍ଚଳର ଲୋକଙ୍କୁ ଅଧିକ ପ୍ରଭାବିତ କରିଥିଲା । ଏଭଳି ସମୟରେ ଲୋକେ କାମଧନ୍ଦା ଛାଡି ଘରେ ଭାଗ୍ୟକୁ ଆଦରି ବସି ରହିଥିଲେ । ବୂଣାକାର ମାନଙ୍କ କାମ ସଂପୁର୍ଣ୍ଣ ବନ୍ଦ ରହିଥିଲା । ଯାହା ଫଳରେ ସେମାନେ ବ୍ୟାଙ୍କରୁ ଆଣିଥିବା ଋଣ ପ୍ରତିଶୋଧ କରି ପାରିଲେ ନାହିଁ । ବର୍ତ୍ତମାନ ସମୟରେ ବୁଣାକାର ମାନଙ୍କ ସାମଗ୍ରୀ ଚଢା ଦରରେ ମିଳୁଛି ତେଣୁ ବୁଣାକାର ମାନଙ୍କୁ ମେରୁଦଣ୍ଡ ଭାଙ୍ଗି ଯାଇଛି । ଅନେକ ବୁଣାକାର ନିଜର କୌଳିକ ବୃତ୍ତି ଛାଡି ନିଜ ପରିବାର ପ୍ରତିପୋଷଣ କରିବାକୁ ଅନ୍ୟ କାମ କରୁଛନ୍ତି । ଏଭଳି ସ୍ଥିତିରେ ବ୍ୟାଙ୍କରୁ ଆଣିଥିବା ଋଣ କେମିତି ସୁଝିବେ ବୋଲି ପ୍ରଶ୍ନ କରିବା ସହ ତାଙ୍କ ଋଣ ଛାଡ କରାଯାଉ ବୋଲି ସେମାନେ ଦାବି କରିଛନ୍ତି ।