PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ମାୟାବିନୀ ଅର୍ଚ୍ଚନା ନାଗ ମାମଲା: ପୁଣି ହାଜର ହେଲେ ଠିକାଦାର, ପଦାକୁ ଆସିଲା ରଣଜୀ ଖେଳାଳିଙ୍କ ଲିଙ୍କ୍‌
  • ||
  • ଭୁବନେଶ୍ୱର: ଆଜିଠୁ ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଭୁବନେଶ୍ୱର: ଶୀତ ସାମାନ୍ୟ କମିବ, ଦକ୍ଷିଣ ଓଡ଼ିଶାରେ କାଁ ଭାଁ ହାଲୁକା ବର୍ଷା ସମ୍ଭାବନା: ୮ଟି ସ୍ଥାନରେ ରାତି ତାପମାତ୍ରା ୧୧ ଡିଗ୍ରୀ ତଳେ
  • ||

ଦଶହରା ପୂଜାରେ ଅଘଟଣ, ଭୁଶୁଡିଲା ଡ଼ମଣା ପୂଜା ତୋରଣ

ଭୁବନେଶ୍ଵର, ୦୪/୧୦ : ଦଶହରା ପୂଜାରେ ଅଘଟଣ । ଭୁଶୁଡିଲା ଡ଼ମଣା ପୂଜା ତୋରଣ । ଡମଣା ଛକରେ ଥିବା ତୋରଣର ଗେଟ୍‌ ଆଜି ବର୍ଷା ପବନ ସାଙ୍ଗକୁ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲା। ଯାହାଫଳରେ ତୋରଣର ଗେଟ୍‌ଟି ଭାଙ୍ଗିଯାଇଛି। ତେବେ ପଥଚାରୀ ଏବଂ ବାଇକ୍ ଆରୋହୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସଟ୍ ସର୍କିଟ୍ ହେବାରୁ ୨ଥର ବଡ଼ ଧରଣର ବିସ୍ଫୋରଣ ହୋଇଥିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଭାଗ୍ୟବଶତଃ ଏଥିରେ କୌଣସି ବ୍ୟକ୍ତି ଆହତ ହୋଇନାହାଁନ୍ତି।