ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

କେନାଲ ନିକଟରେ ଯୁବକଙ୍କ ରକ୍ତାକ୍ତ ମୃତ ଦେହ ଠାବ, ହତ୍ୟା ସନ୍ଦେହ

Published By : Krishna Priya | April 22, 2025 10:47 AM

ରାମଚନ୍ଦ୍ରପୁର ୨୨/୦୪: କେନାଲ ନିକଟରେ ଠାବ ହେଲା ଯୁବକଙ୍କ ରକ୍ତାକ୍ତ ମୃତ ଦେହ । ହତ୍ୟା କରାଯାଇଥିବା ସନ୍ଦେହରେ ପୋଲିସର ଛାନଭିନ। ଘଟଣାଟି ଘଟିଛି ପାଟପୁର ଥାନା ରାମଚନ୍ଦ୍ରପୁର କାଳିଆଘାଇ କେନାଲ ରାସ୍ତାରେ। 

ସୂଚନା ଅନୁଯାୟୀ, ପାଟପୁର ଥାନା ସାମନ୍ତରାପୁର ଗାଁର ହୀନ ପାତ୍ର ଗତକାଲି ଠାରୁ ବ୍ରହ୍ମପୁର ଯାଇ ଆଉ ଘରକୁ ଫେରି ନଥିଲେ। ଆଜି ସକାଳୁ ସକାଳୁ ତାଙ୍କ ମୃତ ଦେହ କେନାଲ ନିକଟରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପରିବାରକୁ ଖବର ଦେଇଥିଲେ। ଖବର ପାଇ ତାଙ୍କ ପରିବାର ଲୋକ ଏବଂ ପୋଲିସ ସେଠାରେ ପହଞ୍ଚିଥିଲେ। ତେବେ ତାଙ୍କ ବାଇକଟି କେନାଲ ରାସ୍ତାରେ ଥିବା ବେଳେ କିଭଳି ତାଙ୍କର ମୃତ୍ୟୁ ହେଲା ତାକୁ ନେଇ ସନ୍ଦେହ ସୃଷ୍ଟି ହେଉଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତୁ କାରଣ ସ୍ୱଷ୍ଟ ହେବ ବୋଲି ପୋଲିସ କହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.