PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ଢାବାରେ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା, ପୁଲିସକୁ ମାଡ଼ ମାରିଥିବା ଅଭିଯୋଗ

ଜଳେଶ୍ୱର ୨୬।୭ : ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳର ବାଲିଆପାଳ-ବସ୍ତା ରାସ୍ତାରେ ଥିବା ଏକ ଢାବାରୁ ଶୁକ୍ରବାର ଏକ ନାବାଳକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଉଲୁଡା ଗ୍ରାମ ବିଜୟ ଦଳାଇ ଜଣାପଡିଛି ।

ଘଟଣା ସମ୍ପର୍କରେ ପୁଲିକୁ ଖବର ଜଣାଇବା ପରେ ପୁଲିସ ମୃତଦେହକୁ ଉଦ୍ଧାର କରିଥିଲା। ମାତ୍ର ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବା ସହ କେହି ନାବାଳକକୁ ହତ୍ୟା କରି ଟାଙ୍ଗି ଦେଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଲୋକେ ଉତକ୍ଷିପ୍ତ ହୋଇ ପୁଲିସକୁ ମାଡ଼ ମାରିଥିବା ସୂଚନା ମିଳିଛି।