ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ବିଞ୍ଝାରପୁର ପୋଲିସ ଉପରକୁ ମରଣାନ୍ତକ ଆକ୍ରମଣ, ଯୁବକଙ୍କ କଟୁରୀ ଚୋଟରେ ୨ ଗୁରୁତର

ବିଞ୍ଝାରପୁର, ୦୬/୦୯ : ବିଞ୍ଝାରପୁର ପୋଲିସ ଉପରକୁ ମରଣାନ୍ତକ ଆକ୍ରମଣ। ଯୁବକଙ୍କ କଟୁରୀ ଚୋଟରେ ୨ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପୋଲିସ ଉଦ୍ଧାର କରି ବିଞ୍ଝାରପୁର ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ଆକ୍ରମଣ କରିଥିବା ଯୁବକଙ୍କୁ ଧରିବା ପାଇଁ ପୋଲିସ ଚେଷ୍ଟା ଚଳାଇଛି।

ସୂଚନାନୁଯାୟୀ, ବିଞ୍ଝାରପୁର ପଞ୍ଚାୟତ ୯ ନମ୍ବର ୱାର୍ଡ ବଳରାମ ରାଉଳଙ୍କ ପୁଅ ଦୀପ୍ତି ନାରାୟଣ ରାଉଳ କୌଣସି କାରଣ ପାଇଁ ନିଜ ଘରେ ପାଟିତୁଣ୍ଡ କରୁଥିଲେ। ପରିବାର ଲୋକେ ଏନେଇ ବିଞ୍ଝାରପୁର ପୋଲିସକୁ ଜଣାଇଥିଲେ। ଖବର ପାଇ ୧୧୨ ପାଟ୍ରୋଲିଂ ଗାଡି ତାଙ୍କ ଘର ପାଖରେ ପହଁଚିବା କ୍ଷଣି ଉତ୍ତ୍ୟକ୍ତ ଯୁବକ ପୋଲିସ କର୍ମଚାରୀଙ୍କ ଉପରକୁ ଅତର୍କିତ ଆକ୍ରମଣ କରିଥିଲେ। ଦୀପ୍ତି ନାରାୟଣଙ୍କ କଟୁରୀ ଚୋଟରେ ଦୁଇ ଜଣ ପୋଲିସ କର୍ମଚାରୀ ସନ୍ଦୀପ କୁମାର ସାହୁ ଓ ୧୧୨ ଗାଡିର ଡ୍ରାଇଭର ପ୍ରଦିପ ସାମଲ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପୋଲିସ ଉଦ୍ଧାର କରି ବିଞ୍ଝାରପୁର ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ଏହା ସହ ଅଭିଯୁକ୍ତକୁ ଧରିବା ପାଇଁ ଚେଷ୍ଟା ଚଳାଇଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.