ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ

Published By : Harapriya Sethi | August 22, 2025 7:35 AM

ଅନୁଗୁଳ, ୨୨/୦୮: ଅନୁଗୁଳ କାରାଗାରର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ ମୁଖ୍ୟ ଡାକ୍ତରଖାନାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ କଏଦୀ ଜଣକ ହେଲେ ଜରପଡା ଥାନା ଅନ୍ତର୍ଗତ ବଡହିଂସର ଗ୍ରାମର ରଘୁନାଥ ସାହୁ(୬୬ବର୍ଷ)। 

ସୂଚନା ମୁତାବକ, ରଘୁନାଥ ସାହୁ ଗତ ୨୦୨୩ ମସିହା ଏପ୍ରିଲ ମାସରୁ ଏକ ହତ୍ୟା ଅଭିଯୋଗରେ ବିଚାରାଧୀନ କଏଦୀ ଭାବେ ଅନୁଗୁଳ କାରାଗାରରେ ଥିଲେ । ତାଙ୍କର ଉଚ୍ଚ ରକ୍ତଚାପ ଥିଲା। ସ୍ୱାସ୍ଥ୍ୟାବସ୍ଥା ଠିକ ନଥିବାରୁ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା । ହେଲେ ସେଠାରେ ତାଙ୍କ ମୃତ୍ୟୁ ହୋଇଛି । ପରିବାର ଲୋକ ଏସମ୍ପର୍କରେ ଖବର ପାଇ ମେଡିକାଲରେ ପହଞ୍ଚିଛନ୍ତି । କାରାଗାର କର୍ତ୍ତୃପକ୍ଷ ଠିକ୍‌ ଭାବେ ମେଡିସିନ ଦେଉ ନଥିଲେ ବୋଲି ପରିବାଲ ଲୋକେ ଅଭିଯୋଗ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.