ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବାଙ୍କୀରେ ପୁଣି ବିଜେଡିର ବାଜିମାତ୍, ଦ୍ଵିତୀୟ ଥର ପାଇଁ ଗଡ଼ ଅକ୍ତିଆର କଲେ ଦେବୀ ରଞ୍ଜନ ତ୍ରିପାଠୀ

ଭୁବନେଶ୍ଵର, ୦୪/୦୬ : ବାଙ୍କୀରେ ପୁଣି ବିଜେଡିର ବାଜିମାତ୍। ୧୬ ହଜାର ୮୬୪ ଭୋଟ୍‌ରେ ଜିତିଲେ ବିଜେଡି ପ୍ରାର୍ଥୀ ଦେବୀ ରଞ୍ଜନ ତ୍ରିପାଠୀ। ସେ ବିଜେପି ପ୍ରାର୍ଥୀ ତୁଷାରକାନ୍ତ ଚକ୍ରବର୍ତ୍ତୀଙ୍କୁ ପରାସ୍ତ କରିଛନ୍ତି।

ସୂଚନାନୁଯାୟୀ, ବିଜେଡି ପ୍ରାର୍ଥୀ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ୬୮ ହଜାର ୭୫୨ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ତୁଷାରକାନ୍ତ ଚକ୍ରବର୍ତ୍ତୀଙ୍କୁ ୫୧ ହଜାର ୮୮୮ ଭୋଟ୍ ମିଳିଥିଲା। ତାଙ୍କ ପଛକୁ କଂଗ୍ରେସ ପ୍ରାର୍ଥୀ ଦେବାଶିଷ ପଟ୍ଟନାୟକଙ୍କୁ ୪୨ ହଜାର ୫୫୪ ଖଣ୍ଡ ଭୋଟ୍ ମିଳିଛି। ୨୦୧୯ ନିର୍ବାଚନରେ ଦେବୀ ରଞ୍ଜନ ତ୍ରିପାଠୀ ୨୪ ହଜାର ୧୧୮ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ଦେବାଶିଷ ପଟ୍ଟନାୟକଙ୍କୁ ପରାସ୍ତ କରି ବାପାଙ୍କ ଗଡ଼ ଅକ୍ତିଆର କରିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.