ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ସୋମବାର ଦିଲ୍ଲୀରେ ବିଜେପି ବିଧାୟକ ଦଳ ବୈଠକ, ନିର୍ବାଚିତ ହେବେ ନୂତନ ମୁଖ୍ୟମନ୍ତ୍ରୀ, ୧୮ ରେ ଶପଥ ଗ୍ରହଣ ଉତ୍ସବ...

Published By : Ladu Kishor | February 16, 2025 7:57 PM

Image Courtesy: ndtv

ନୂଆଦିଲ୍ଲୀ: ଦିଲ୍ଲୀରେ ଖୁବ୍‌ଶୀଘ୍ର ବିଜେପି ସରକାର ଗଠନ କରିବାକୁ ଯାଉଛି । ଏହା ସହିତ ଜଡିତ ଏକ ବଡ଼ ଖବର ଏବେ ସାମ୍ନାକୁ ଆସିଛି। ଆସନ୍ତାକାଲି (ସୋମବାର) ଅପରାହ୍ନ ୩ଟାରେ, ଦିଲ୍ଲୀ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳର ଏକ ବୈଠକ ହେବ, ଯେଉଁଥିରେ ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ନିର୍ବାଚିତ ହେବେ। ଶପଥ ଗ୍ରହଣ ଉତ୍ସବ ଫେବୃଆରୀ ୧୮ ତାରିଖରେ ଅନୁଷ୍ଠିତ ହେବ। ସୂଚନାରୁ ଜଣାପଡିଛି ଯେ, ଶପଥ ଗ୍ରହଣ ଉତ୍ସବ ବହୁତ ବଡ଼ ଏବଂ ଭବ୍ୟ ହେବ ନାହିଁ।

ସୂଚନାଥାଉକି,ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପି ବିଜୟୀ ହୋଇଛି ଏବଂ ଆମ ଆଦମୀ ପାର୍ଟି ପରାଜୟର ସାମ୍ନା କରିଛି। ଦିଲ୍ଲୀରେ, ବିଜେପି ୭୦ଟି ବିଧାନସଭା ଆସନରୁ ୪୮ଟି ଜିତିଛି ଯେତେବେଳେ କି, ଆପ ମାତ୍ର ୨୨ ଟି ଆସନ ପାଇଛି । ଅରବିନ୍ଦ କେଜରିୱାଲ ଏବଂ ମନୀଷ ସିସୋଦିଆଙ୍କ ଭଳି ବଡ଼ ନେତା ନିର୍ବାଚନରେ ପରାସ୍ତ ହୋଇଛନ୍ତି।

ଏପରି ପରିସ୍ଥିତିରେ, ଏହା ସ୍ପଷ୍ଟ ଯେ ଏବେ ଦିଲ୍ଲୀରେ ବିଜେପି ମୁଖ୍ୟମନ୍ତ୍ରୀ ପାଇବ । ୨୭ ବର୍ଷ ପରେ, ବିଜେପି ଦିଲ୍ଲୀରେ କ୍ଷମତାକୁ ଫେରିଛି କିନ୍ତୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦ ପାଇଁ କୌଣସି ନାମ ଚୂଡ଼ାନ୍ତ ହୋଇନାହିଁ। ଏପରି ପରିସ୍ଥିତିରେ, ଫେବୃଆରୀ ୧୭ ତାରିଖରେ ବିଜେପି ବିଧାୟକ ଦଳ ବୈଠକରେ ବିଜେପି କାହାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିବ ତାହା ଉପରେ ସାରା ଦେଶର ନଜର ରହିଛି।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.