ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

IPL-2025: ବେଙ୍ଗାଲୁରୁକୁ ୧୬୩ ରନର ଟାର୍ଗେଟ ହେଲେ ଦିଲ୍ଲୀ; ଭୂବନେଶ୍ୱର କୁମାରଙ୍କୁ ମିଳିଲା ୩ ୱିକେଟ

Published By : Bijay Swain | April 27, 2025 9:52 PM

Image courtesy: bcci

ନୂଆଦିଲ୍ଲୀ: ଆଇପିଏଲର ୪୬ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ୧୬୩ ରନ୍‌ର ଟାର୍ଗେଟ ଦେଇଛି। ଅରୁଣ ଜେଟଲି ଷ୍ଟାଡିୟମରେ ହେଉଥିବା ଏହି ମ୍ୟାଚରେ ବେଙ୍ଗାଲୁରୁ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। 

ଦିଲ୍ଲୀ ୮ ୱିକେଟ୍ ହରାଇ ମୋଟ୍ ୧୬୨ ରନ୍ ସଂଗ୍ରହ କରିଥିଲା। କେଏଲ ରାହୁଲ ୪୧, ଟ୍ରିଷ୍ଟାନ ଷ୍ଟବସ୍ ୩୪ ଏବଂ ଅଭିଷେକ ପୋରେଲ ୨୮ ରନ ସଂଗ୍ରହ କରିଥିଲେ। ବାଙ୍ଗାଲୋର ପକ୍ଷରୁ ଭୁବନେଶ୍ୱର କୁମାର ୩ଟି ଏବଂ ଜୋଶ ହାଜେଲଉଡ୍ ୨ଟି ୱିକେଟ ନେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.