ପ୍ରମୂଖ ଖବର
  • ପାକିସ୍ତାନ ବିରୋଧରେ ବିଏଲଏଫର ‘ଅପରେସନ୍ ବାମ୍’; ଏକାଥରେ ୧୭ଟି ସ୍ଥାନରେ କଲା ଆକ୍ରମଣ
  • ||
  • ପାତ୍ରପୁର ଠଣାଗାଁ ଛକ ନିକଟରେ ୨ ବୁଲେଟ ମଧ୍ୟରେ ମୁହାଁମୁହିଁଁ ଧକ୍କା , ବାପା-ପୁଅ ସମେତ ୩ମୃତ
  • ||
  • ବୌଦ୍ଧ : ଜମଘାଟୀ ଗ୍ରାମରେ ଅଘଟଣ, କୂଅରେ ପଡ଼ି ବୃଦ୍ଧଙ୍କ ମୃତ୍ୟୁ
  • ||
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ଜାତି ସମାଜର ପରିଚୟ ପ୍ରମାଣ ଅନୁସାରେ ଜାତି ସଂଶୋଧନ କରିବା ପାଇଁ ଦାବିପତ୍ର…

Published By : Ladu Kishor | June 23, 2025 4:43 PM

ବୌଦ୍ଧ୨୩/୦୬: ତଅଁଳା ଗଉଡ଼ ଜମିପଟାକୁ କନ୍ଧଗଉଡ଼ ଆଦିବାସୀ ପ୍ରମାଣ ପତ୍ର ଦେବା ନିମନ୍ତେ କନ୍ଧଗଉଡ଼ ସମାଜ ମହିଳା ସଶକ୍ତି ସେବା ସମିତି ବୌଦ୍ଧ ପକ୍ଷରୁ ଚାରିଛକ ହାଟ ଗୃହରେ ଏକ ମହାସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ସରୋଜ ପ୍ରଧାନ, ସମ୍ମାନୀତ ଅତିଥି ଭାବେ ହରଭଙ୍ଗା ତହସିଲଦାର ବଳଦେବ ବେହେରା, ଆଇନଜୀବୀ କଳ୍ପନା ନାୟକ, ଆଇନଜୀବୀ ଅମୀୟ ରଞ୍ଜନ ନାୟକ, ଆଇନଜୀବୀ ସତ୍ୟନାରାୟଣ ବେହେରା, ନୟାଗଡ ସମାଜ ସଭାପତି ରେବତୀ ବେହେରା ଓ ବୌଦ୍ଧ ସଭାପତି ଚନ୍ଦ୍ରିକା ପ୍ରଧାନଙ୍କ ସମେତ ବୌଦ୍ଧ ନୟାଗଡ଼ କନ୍ଧମାଳ ଗଂଜାମ ଜିଲ୍ଲାର କନ୍ଧଗଉଡ଼ ସମାଜର ଅନେକ କର୍ମକର୍ତ୍ତା ଯୋଗ ଦେଇଥିଲେ । ବୌଦ୍ଧ ବିଧାୟକଙ୍କ ନିକଟରେ ବୌଦ୍ଧ ଜିଲ୍ଲା ଆଦିବାସୀ କନ୍ଧଗଉଡ଼ ସମାଜସେବା ସମିତି ପକ୍ଷରୁ ବୌଦ୍ଧ ଜିଲ୍ଲାରେ ବାସ କରୁଥିବା ଆଦିବାସୀ କନ୍ଧଗଉଡ଼ ସମ୍ପ୍ରଦାୟ ଜାତି ରେ ତ୍ରୁଟି ରହିଥିବା ଅଭିଯୋଗ କରାଯାଇଥିଲା। କନ୍ଧଗଉଡ଼ର ଅନ୍ୟ ନାମ ତଅଁଳା ଗଉଡ଼ରେ ପ୍ରମାଣିତ ହୋଇ ଜାତି ସମାଜରେ ପ୍ରଚଳିତ ହୋଇ ଆସୁଥିଲା l ତେଣୁ ତଅଁଳା ଗଉଡ଼ ଓ କନ୍ଧ ଗଉଡ଼ ନାମକୁ ଯାଞ୍ଜ କରି ତୁରନ୍ତ ତଦନ୍ତ କରି ତଅଁଳା ଗଉଡ଼ ଜମିପଟା ଦ୍ୱାରା ଆଦିବାସୀ କନ୍ଧଗଉଡ଼ ପ୍ରମାଣ ପତ୍ର ସାର୍ଟିଫିକେଟ ପ୍ରଦାନ କରାଯିବାକୁ ଦାବି କରିଛି ସମିତି। ଏହା ହେବା ଦ୍ଵାରା ପିଲା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବା ସହଯୋଗ ମିଳିବ ବୋଲି ସଂଘର କର୍ମକର୍ତ୍ତା କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.