ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ସାମ୍ବାଦିକଙ୍କୁ ଆକ୍ରମଣ ପ୍ରତିବାଦରେ ଦୋଷୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି, ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜାରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

Published By : Swapna Ray | May 26, 2025 1:03 PM

ସୋନପୁର, ୨୬।୫: ବଲାଙ୍ଗିର ପୁଇଁତଳା ବ୍ଲକର କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ କଙ୍ଗାରୁକୋର୍ଟରେ ମାଡ଼ ମାରିବା ଘଟଣା । ମରଣାନ୍ତକ ଆକ୍ରମଣ ଓ ଗଣମାଧ୍ୟମର କଣ୍ଠରୋଧ ଭଳି ଏକ ସ୍ପର୍ଶକାତର ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ସୁବର୍ଣ୍ଣପୁରର କାର୍ଯ୍ୟରତ ସାମ୍ୱାଦିକ । ଅଭିଯୁକ୍ତ ଠିକାଦାର ଓ ତାଙ୍କ ସହଯୋଗୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସୋମବାର ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି l 

ତୁରନ୍ତ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ସହ ରାଜ୍ୟରେ ସାମ୍ୱାଦିକ ସୁରକ୍ଷା ଆଇନ ପ୍ରଣୟନ କରି ଗଣତନ୍ତ୍ର ଓ ଦେଶର ସୁରକ୍ଷା ପାଇଁ ସାମ୍ୱାଦିକଙ୍କୁ ସ୍ୱାଧୀନ ଓ ନିର୍ଭୀକ ଭାବେ କାର୍ଯ୍ୟ କରିବାକୁ ସୁଯୋଗ ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି । ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର, ମନରଞ୍ଜନ ତ୍ରିପାଠୀ, ମୃତୁଞ୍ଜୟ ସତପଥୀ, ପିତାମ୍ବର ମହାପାତ୍ର, ରାଜକିଶୋର ତ୍ରିପାଠୀ, ସଞ୍ଜୟ ସାହୁ, ସତ୍ୟବ୍ରତ ପ୍ରଧାନ, ସହଦେଵ ମେହେର, ବିବେକାନନ୍ଦ ମିଶ୍ର, ସୁବାସ ପଣ୍ଡା, ମହାଦେବ ମଲ୍ଲିକ ପ୍ରମୁଖଙ୍କ ଅନ୍ୟାନ୍ୟ ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ମାନେ ଏହି ଦାବିପତ୍ର ଦେଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.