ପ୍ରମୂଖ ଖବର
  • ଭୁବନେଶ୍ବର : ଓଡିଶା ଜନଗଣନା ନିର୍ଦ୍ଦେଶକ ହେଲେ ୨୦୧୨ ବ୍ୟାଚ୍ର ଆଇଏଏସ ନିଖିଲ ପୱନ କଲ୍ୟାଣ
  • ||
  • Shangri-la-dialogue: CDS କହିଦେଲେ ଆତଙ୍କୀଙ୍କ ରେଡ଼ ଲାଇନ୍, ଜାଣନ୍ତୁ କଣ କହିଲେ ପାକିସ୍ତାନ ଜେନେରାଲ
  • ||
  • ଘାରିଛି କରୋନା ଭୟ; ୪ ହଜାର ମୁହାଁ ସଂକ୍ରମଣ, ୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଖଲ୍ଲିକୋଟ ବଡ଼ ଘାଟିରେ ଓଲଟିଲା ସିଲିଙ୍ଗ ପ୍ଲେଟ ବୋଝେଇ ଟ୍ରେଲର୍, ବ୍ରହ୍ମପୁର ଠାରୁ ଭୁବନେଶ୍ୱର ଯାତାୟାତ ବାଧାପ୍ରାପ୍ତ
  • ||
  • ମାଲକାନଗିରି : ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ
  • ||
  • ପ୍ରକାଶ ପାଇଲା JEE ଆଡଭାନ୍ସ ରେଜଲ୍ଟ, ଦିଲ୍ଲୀ ଜୋନ୍‌ର ରଜିତ୍ ଗୁପ୍ତା ଆଇଆଇଟି ଟପ୍ପର
  • ||
  • ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଢେଙ୍କାନାଳର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ୱିତ
  • ||
  • ସୁନ୍ଦରଗଡ଼ : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ
  • ||
  • ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ;୧୨ଟି ପ୍ରକଳ୍ପ ଲୋକାର୍ପଣ,୩ଟି ପ୍ରକଳ୍ପ ଶିଳାନ୍ୟାସ କରିବେ
  • ||
  • ବାହାନଗା ଟ୍ରେନ୍‌ ଟ୍ରାଜେଡ଼ିକୁ ୨ ବର୍ଷ; କାଳ ସାଜିଥିଲା କରମଣ୍ଡଳ, ଶବର ପାହାଡ଼ରୁ ଖୋଜା ପଡ଼ିଥିଲେ ସମ୍ପର୍କୀୟ
  • ||
  • ମୟୂରଭଞ୍ଜ : ସହକାରୀ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ, ଭାଙ୍ଗିଦେଲେ ଗାଡ଼ି
  • ||
  • ମୌସୁମୀ ଗାଏବ, ପୁଣି ବଢ଼ିଲା ତାତି: ୧୦ ଦିନ ଯାଏ ବର୍ଷା ସମ୍ଭାବନା ନାହିଁ, ୪ରୁ ଉପକୂଳରେ ଭୀଷଣ ଗରମ
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ବାଲି ବୋଝେଇ ହାଇୱା, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ଡୁଙ୍ଗୁରିପାଲି ଷ୍ଟେସନ ନିକଟରେ ଟ୍ରେନ୍‌କୁ ପଥର ମାଡ, ଜଣେ ଆହତ
  • ||

ବଙ୍ଗୋମୁଣ୍ଡାକୁ ଏନଏସି କରିବାକୁ ଦାବି; ବିଧାୟକ ଲକ୍ଷ୍ମଣ ବାଗଙ୍କୁ ସାକ୍ଷାତ କଲେ ପ୍ରତିନିଧି ଦଳ

Published By : Harapriya Sethi | June 1, 2025 12:05 PM

ବଙ୍ଗୋମୁଣ୍ଡା,୦୧/୦୬(ଅନୀଲ ଖମାରୀ): ବଙ୍ଗୋମୁଣ୍ଡାକୁ ଏନଏସି କରିବା ଦାବି ନେଇ ରବିବାର ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏକ ପ୍ରତିନିଧି ଦଳ ଦାବି ପତ୍ର ପ୍ରଦାନ କରିଛି । ଯାହାର ପ୍ରତିଶ୍ରୁତିରେ ବିଧାୟକ ଏନଏସି ହେବ ବୋଲି କହିଛନ୍ତି । ଆଜିର ଏହି ପ୍ରତିନିଧି ମଣ୍ଡଳୀରେ ନରସିଂହ ଥନାପତି, ବଙ୍ଗୋମୁଣ୍ଡା ସରପଞ୍ଚ ଅଜିତ ଯୋଶୀ, ଚିନ୍ତାମଣି ପ୍ରଧାନୀ, ଅନୀଲ କୁମାର ଖମାରୀ, ଅର୍ଧେନ୍ଦୁ ଦାସ ଯାଦବ, ଘନଶ୍ୟାମ ମନହୀରା, ସୁଶୀଲ ଜୈନ, ସୁଧାଂଶୁ ପଟେଲ, ପ୍ରମୋଦ  ସା ପ୍ରମୁଖ ସାମିଲ ଥିଲେ ।

ତେବେ ଦୀର୍ଘ ଦିନ ହେବ ବଙ୍ଗୋମୁଣ୍ଡାକୁ ଏନଏସି କରିବାକୁ ଦାବି ହୋଇଆସୁଥିଲା । ଏପରିକି ନିର୍ବାଚନ ପୂର୍ବରୁ ମଧ୍ୟ ତତ୍କାଳୀନ ସରକାର ଏନେଇ ଏକ ତାଲିକା ଆଣିଥିଲେ। ଯାହାପରେ ଅନ୍ୟ ସ୍ଥାନରୁ ମଧ୍ୟ ଦାବି ଆସିଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.